
ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟି ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ୪ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ଟ୍ରେନ୍ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍ ଆଘାତ
ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ…

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା
ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ହେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ…

ଆଗ ରକ୍ତଦାନ, ପରେ ନାମାଙ୍କନ
ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ…

ଟିକେଟ୍ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ
ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ…

ଏମ୍ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ
ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ…

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…
ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।…

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା
ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ…

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର
ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ…