Monday, March 3, 2025
Monday, March 3, 2025
Home Home ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

by
0 comment

ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ନେତା ଅଖିଳ ପଟ୍ଟନାୟକ ଶଙ୍ଖ ଫୁଙ୍କିଛନ୍ତି। ସେ ଭୁବନେଶ୍ୱରର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀଙ୍କ ଖାସ୍‌ ଅନୁଗତ ଥିଲେ। ଏହି ଅବସରରେ ସେ ଭାଜପାର ନୀତି ଏବଂ ନୈତିକତା ନ ଥିବା କହି ବର୍ଷିଛନ୍ତି।

ଢେଙ୍କାନାଳ ଛାଡ଼ି ସମ୍ବଲପୁରରୁ କାହିଁକି ଲଢୁଛନ୍ତି ଧର୍ମେନ୍ଦ୍ର? ପ୍ରଶ୍ନ ଆଳରେ କଟାକ୍ଷ କଲେ ପାଣ୍ଡିଆନ୍‌…

ଭୁବନେଶ୍ୱର,୮।୫: ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରେ ଦୀର୍ଘ ୧୦ ବର୍ଷ କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ରହିଥିଲେ। ଏହାସତ୍ତ୍ୱେ କାହିଁକି ଚଳିତ ନିର୍ବାଚନରେ ସମ୍ବଲପୁରରୁ ଲଢ଼ୁଛନ୍ତି ବୋଲି…

ପିପିଲି ରାଜନୀତିରେ ନୂଆ ମୋଡ, ଜଣାପଡିଲା କାହିଁକି ରୁଦ୍ରଙ୍କ ସ୍ତ୍ରୀ କରିଛନ୍ତି ନାମାଙ୍କନ

ପୁରୀ,୮।୫: ନିର୍ବାଚନୀ ମଇଦାନରେ ସ୍ବାମୀ-ସ୍ତ୍ରୀ ଲଢେଇ। ଏପରି ଅନେକ ଘଟଣା ପୂର୍ବରୁ ସାମ୍ନାକୁ ଆସିିଥିବାବେଳେ ଏପରି ଘଟଣା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ପିପିଲି…

ବିଜେଡିକୁ କାଉଣ୍ଟର କରିବା ପାଇଁ ଭାଜପାର ପ୍ରେସମିଟ୍‌

ଭୁବନେଶ୍ୱର,୮।୫: ବିଜେଡି ନେତା କାର୍ତ୍ତିକ କାଣ୍ଡିଆନଙ୍କ ପାହାନ୍ତିଆ ପ୍ରେସମିଟ୍‌ ପରେ ଏହାର କାଉଣ୍ଟର ଆଟାକ୍‌ କରିଛି ଭାରତୀୟ ଜନତା ପାର୍ଟି। ଭାଜପାର ପ୍ରେସମିଟ୍‌ କରି ସମୀର…

ଭାଜପା ନେତା ଆଲେକଜାଣ୍ଡର ଦାସ ବିଜେଡିରେ ସାମିଲ

ଭୁବନେଶ୍ୱର,୮।୫: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ଭାଜପା ନେତା ଆଲେକଜାଣ୍ଡର ଦାସ ଶହ ଶହ ସମର୍ଥକ ସହିତ ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି। ଦଳଡିଆଁଙ୍କୁ…

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ…

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ…

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ…

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od