
ଭୁବନେଶ୍ୱର,୧୨।୬: ଶପଥ ଗ୍ରହଣ ପୂର୍ବରୁ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସରେ ପହଞ୍ଚି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏଥିସହ ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏଥିରେ ନବୀନ ସମ୍ମତି ଜଣାଇଥିବା ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ମୋହନ।

ଶପଥ ନେବା ପୂର୍ବରୁ ନବୀନଙ୍କୁ ଭେଟିଲେ ଭାବି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୬: ଶପଥ ଗ୍ରହଣ ପୂର୍ବରୁ ନବୀନ ନିବାସରେ ପହଞ୍ଚିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି। ବରପୁତ୍ରଙ୍କୁ ମାଲ୍ୟାର୍ପଣ ପରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

ଶପଥ ନେବା ପୂର୍ବରୁ ଲୋକଙ୍କ ସହ କଥା ହୋଇ ଭଲମନ୍ଦ ପଚାରି ବୁଝିଲେ ଭାବି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ତେବେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି ଶପଥ…

ସ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ପରେ କାନ୍ଦିଲେ ସ୍ବାମୀ, କହିଦେଲେ ମନର କଥା
ଭୁବନେଶ୍ୱର,୧୨।୬: ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ…

ଏମିତି ଥିଲା ପ୍ରଭାତୀ ପରିଡ଼ାଙ୍କ ରାଜନୀତି କ୍ୟାରିୟର, ଆଜି ଉପମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ
ଭୁବନେଶ୍ୱର,୧୨।୬: ଭାଜପାର ନବନିର୍ବାଚିତ ବିଧାୟକମାନଙ୍କୁ ନେଇ ଦଳର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝିଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ନିମନ୍ତେ ସର୍ବସମ୍ମତିକ୍ରମେ…

କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ବାଛିଲା ଭାଜପା, ସାମ୍ନାକୁ ଆସିଲା ଏହି ବଡ଼ କାରଣ
ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନଙ୍କ ନାଁ ଘୋଷଣା…

ଶପଥ ପୂର୍ବରୁ ବଡ଼ ପ୍ରତିଶ୍ରୁତି ଦେଲେ ମୋହନ ମାଝି
ଭୁବନେଶ୍ୱର,୧୨।୬: ଆଜିଠାରୁ ଓଡ଼ିଶାରେ ଭାଜପା ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଶପଥ…

ଆସିଲା ଟ୍ରାଫିକ୍ କଟକଣା: ସକାଳ ୯ରୁ ସନ୍ଧ୍ୟା ୭ଟା ଜୟଦେବ ବିହାର-ନାଲ୍କୋ ଛକ ରାସ୍ତା ବନ୍ଦ
ଭୁବନେଶ୍ୱର,୧୨ା୬(ସତ୍ୟଜିତ୍ ରାଉତ):ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି। ଗାଡି ପାର୍କିଂ ଓ ଜନସାଧାରଣ…

କଟକରେ ନିର୍ବାଚନୀ ସଙ୍ଗୀତ ପ୍ରସ୍ତୁତି କରିଥିଲେ ମୋହନ
କଟକ, ୧୨ା୬(ଶିଳ୍ପା ପ୍ରିୟଦର୍ଶିନୀ):କେନ୍ଦୁଝରର ବିଧାୟକ ମୋହନ ଚରଣ ମାଝିଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ କରାଯିବା ପାଇଁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି। ବୁଧବାର ବିଧିବଦ୍ଧ ଭାବେ ସେ ଶପଥ…