Posted inଜାତୀୟ
ହସ୍ପିଟାଲ୍କୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ, ୧୨।୬: ଦେଶର ରାଜଧାନୀ ପରେ ଏବେ ଚଣ୍ଡିଗଡ଼ର ସେକ୍ଟର-୩୨ର ମେଣ୍ଟାଲ ହେଲ୍ଥ ହସ୍ପିଟାଲ ଏବଂ ମେଡିକାଲ କଲେଜକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି । ଏପରି ଖବର ପରେ ହସ୍ପିଟାଲ୍ରେ ଧାଆଁ ଦୌଡ଼ ଦେଖିବାକୁ ମିଳିଛି । ହସ୍ପିଟାଲର ଆଖପାଖ ଅଞ୍ଚଳ ଖାଲି କରାଯାଉଛି । ମେଲ୍ ଜରିଆରେ ଏହି ଧମକ ମିଳିଛି । ଚଣ୍ଡିଗଡ଼ ପୋଲିସର ଯବାନ ଏବଂ ଅଗ୍ନିଶମ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।
ମିଳିଥିବା ସୂଚନା ଅନୁସାରେ, ମେଲ୍ରେ ଲେଖାଯାଇଛି ଯେ, କିଛି ସମୟ ଭିତରେ ମେଣ୍ଟାଲ୍ ଇନ୍ଷ୍ଟିଚ୍ୟୁଟ୍କୁ ବୋମାରେ ଉଡ଼ାଇ ଦିଆଯିବ ।

ପ୍ରକୃତ ‘ସେବକ’ ଅହଂକାରୀ ନୁହନ୍ତି: ଭାଗବତ
ନାଗପୁର,୧୨ା୬:ପ୍ରକୃତ ‘ସେବକ’ ଅହଂକାର ନ କରି ମର୍ଯ୍ୟାଦାର ସହ ଲୋକଙ୍କ ସେବା କରନ୍ତି ବୋଲି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ମୁଖ୍ୟ ମୋହନ ଭାଗବତ କହିଛନ୍ତି।…

ଚତୁର୍ଥଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରାବାବୁ ନାଇଡୁ: ପଓ୍ବନ କଲ୍ୟାଣ ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୨।୬: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଚନ୍ଦ୍ରାବାବୁ ନାଇଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ସିଏମ ଭାବେ ଏହା ଚନ୍ଦ୍ରାବାବୁ ନାଇଡୁଙ୍କର ଚତୁର୍ଥ ଇନିଂସ। ଏହି ସମୟରେ…

୨୪ରୁ ଆରମ୍ଭ ହେବ ସଂସଦର ପ୍ରଥମ ଅଧିବେଶନ
ନୂଆଦିଲ୍ଲୀ, ୧୨।୬: ଦେଶରେ ଶାନ୍ତିପୂର୍ଣ୍ଣ ଭାବେ ଲୋକ ସଭା ନିର୍ବାଚନ ସରିଛି । ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେଇସାରିଛନ୍ତି । ୧୮ତମ ଲୋକ…

ଉପେନ୍ଦ୍ର ଦ୍ବିବେଦୀ ହେଲେ ନୂଆ ସ୍ଥଳସେନା ମୁଖ୍ୟ
ନୂଆଦିଲ୍ଲୀ,୧୨।୬: ନୂଆ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ। ସେ ଏବେ ସ୍ଥଳସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଜେନରାଲ…

ସାମ୍ନାକୁ ଆସିଲା ମନ୍ତ୍ରୀଙ୍କ ଲିଷ୍ଟ, ଏହି ବିଧାୟକମାନେ ଆଜି ନେବେ ଶପଥ
ନୂଆଦିଲ୍ଲୀ, ୧୨।୬: ଓଡ଼ିଶା ସମେତ ଆଜି ଅନ୍ଧ୍ର ପ୍ରଦେଶରେ ସରକାର ଗଠନ ହେବ । ଶପଥ ଗ୍ରହଣ କରିବେ ଦୁଇ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଟିଡିପି…

ସେନା କ୍ୟାମ୍ପ୍ ଉପରେ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର,୧୨।୬: ଆତଙ୍କବାଦୀମାନେ ଜମ୍ମୁ ଡିଭିଜନର ଛତ୍ରଗାଲାନରେ ସେନା ଏବଂ ପୋଲିସର ମିଳିତ ବ୍ଲକକୁ ଟାର୍ଗେଟ କରିଥିଲେ। ଆତଙ୍କବାଦୀମାନେ ନିର୍ଦ୍ଦିଷ୍ଟ ଭାବେ ଗୁଳି ଚଳାଇଥିଲେ। ସୁରକ୍ଷା ବାହିନୀର…

ଆଜି ଶପଥ ନେବେ ଚନ୍ଦ୍ରାବାବୁ
ବିଜୟଓ୍ବାଡ଼ା,୧୨ା୬: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁଦେଶମ୍ ପାର୍ଟି (ଟିଡିପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏନ୍. ଚନ୍ଦ୍ରାବାବୁ ନାଇଡୁଙ୍କୁ ମଙ୍ଗଳବାର ଏନ୍ଡିଏର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନିର୍ବାଚିତ କରାଯାଇଛି।…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଅଭିଯୋଗ:ସାନି ପରୀକ୍ଷା ପାଇଁ କେନ୍ଦ୍ର, ଏନ୍ଟିଏକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୨ା୬:ପ୍ରଶ୍ନପତ୍ର ଲିକ୍ ଓ ଅସାଧୁ ଉପାୟ ଅବଲମ୍ବନ ଅଭିଯୋଗ ଆଧାରରେ ଏନ୍ଇଇଟି-ୟୁଜି ୨୦୨୪କୁ ବାତିଲକରି ସାନି ପରୀକ୍ଷା କରାଇବା ପାଇଁ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ…