ମୁମ଼୍ବାଇ, ୦୮।୦୭: ୨୦୨୪ ଏପ୍ରିଲ ମାସରେ ବଲିଉଡ୍ ଅଭିନେତା ସଲମାନ୍ ଖାନ୍ଙ୍କ ମୁମ଼୍ବାଇ ସ୍ଥିତ ଗ୍ୟାଲେକ୍ସି ଆପାର୍ଟମେଣ୍ଟ ଉପରକୁ ଗୁଳିମାଡ଼ ହୋଇଥିଲା । ମୁମ଼୍ବାଇ ପୋଲିସ୍ ଗମ୍ଭୀରତାର ସହ ମାମଲାର ତଦନ୍ତ କରିଛି । ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ୍ ଏହି ମାମଲାରେ ଜଡ଼ିତ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନାମରେ ଚାର୍ଜସିଟ୍ ଦାଖଲ କରିଛି ।
ପୋଲିସ୍ ଏହି ମାମଲାରେ ଅଭିଯୁକ୍ତ ଲରେନ୍ସ ବିଷ୍ଣୋଇ ସହିତ ୬ ଜଣଙ୍କୁ ଗିରଫ କରିଥିଲା । ଏହାଛଡ଼ା ୩ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ସୋମବାର ଏହି ଅଭିଯୁକ୍ତଙ୍କ ବିରୋଧରେ ଏକ ସ଼୍ବତନ୍ତ୍ର କୋର୍ଟରେ ପୋଲିସ୍ ଚାର୍ଜସିଟ୍ ଦାଖଲ କରିଥିବା ଜଣାପଡ଼ିଛି ।
ମୁଖ୍ୟମନ୍ତ୍ରୀଙ୍କ ବଢ଼ିଲା ଚିନ୍ତା, ସୁପ୍ରିମ୍କୋର୍ଟ ଗଲା ଇଡି
ନୂଆଦିଲ୍ଲୀ, ୦୮।୦୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କ ଜାମିନ୍ ବିରୋଧରେ ସୁପ୍ରିମ୍କୋର୍ଟର ଦ଼୍ବାରସ୍ଥ ହୋଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି । ଇଡି ଏନେଇ କହିଛି…
ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ୨୪ ଘଣ୍ଟା ଭିତରେ ଏହି ସହରରେ ପ୍ରବଳ ବର୍ଷା
ମୁମ଼୍ବାଇ, ୦୮।୦୭: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ…
ମନ୍ତ୍ରୀଙ୍କୁ ବିଭାଗ ବାଣ୍ଟିଲେ ହେମନ୍ତ ସୋରେନ, ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କୁ ଦେଲେ ଏହି ବିଭାଗ
ରାଞ୍ଚି,୮।୭: ଆଜି ଝାଡଖଣ୍ଡରେ ହେମନ୍ତ ସୋରେନ ସରକାରଙ୍କ କ୍ୟାବିନେଟକୁ ବିସ୍ତାର କରାଯାଇଛି। ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଏବଂ ଜେଏମଏମ ନେତୃତ୍ୱାଧୀନ ଗଠବନ୍ଧନର…
ଆତଙ୍କବାଦୀଙ୍କ ଆକ୍ରମଣରେ ୪ ଯବାନ ଶହୀଦ, ୪ ଗୁରୁତର, ଜାରି ରହିଛି ଗୁଳି ବିନିମୟ
ନୂଆଦିଲ୍ଲୀ,୮।୭: ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଆତଙ୍କବାଦୀମାନେ ସେନା ଗାଡି ଉପରକୁ ଗୁଳି ଚଳାଇବା ସହ ଗ୍ରେନେଡ ଫିଙ୍ଗି ଆକ୍ରମଣ କରିଛନ୍ତି। ଯେଉଁଥିରେ ଚାରିଜଣ ଯବାନ ଶହୀଦ…
ମାଗଣା ପାଇବେ ବିଦ୍ୟୁତ୍ ସେବା, ଶୀଘ୍ର କରିନିଅନ୍ତୁ ଆବେଦନ
ନୂଆଦିଲ୍ଲୀ,୮।୭: ସରକାର ବିଦ୍ୟୁତ୍ ଉପଭୋକ୍ତାଙ୍କ ମାଗଣା ବିଦ୍ୟୁତ୍ ସେବା ଯୋଗାଇ ଦେବା ପାଇଁ ଘୋଷଣା କରିଥିଲେ। ତେବେ ଏହାର ଲାଭ ଉଠାଇବାକୁ ହେଲେ ଏକ ଫର୍ମ…
ହିଟ୍ ଆଣ୍ଡ୍ ରନ୍ ମାମଲା: ଅଭିଯୁକ୍ତ ପୁଅ ଫେରାର, ବାପାଙ୍କୁ ଜାମିନ୍
ମୁମ଼୍ବାଇ, ୦୮।୦୭: ମୁମ଼୍ବାଇ ବିଏମ୍ଡବ୍ଲୁ ହିଟ୍ ଆଣ୍ଡ୍ ରନ୍ ମାମଲାରେ ଅଭିଯୁକ୍ତ ରାଜେଶ ଶାହାଙ୍କୁ ଜାମିନ୍ ମିଳିଛି । ସୋମବାର ମାମଲାର ଶୁଣାଣି କରି ସ୍ଥାନୀୟ…
ଅଡି କାରରେ ଆସିଲେ, ସାଇକେଲ ଆରୋହୀଙ୍କ ଠାରୁ ଟଙ୍କା ଲୁଟିନେଲେ
ଜୟପୁର, ୦୮।୦୭: ରାଜସ୍ଥାନର ଜୟପୁରରେ ଅଡିକାରରେ ଆସି ଜଣେ ସାଇକେଲ ଆରୋହୀଙ୍କ ଠାରୁ ୫ ହଜାର ଟଙ୍କା ଲୁଟି ନେଇଛନ୍ତି ଲୁଟେରା । ମିଳିଥିବା ସୂଚନା…
ପ୍ରବଳ ବର୍ଷା, ବାତିଲ୍ ହେଲା ୫୦ରୁ ଅଧିକ ବିମାନ
ମୁମ଼୍ବାଇ, ୦୮।୦୭: ମହାରାଷ୍ଟ୍ରର ରାଜଧାନୀ ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ସୋମବାର ସକାଳୁ ପ୍ରବଳ ବର୍ଷା ହୋଇଥିଲା । ଫଳରେ ମୁମ଼୍ବାଇ ସହରର ଏବଂ…