Saturday, February 22, 2025
Home Home ଚନ୍ଦ୍ରଚୂଡଙ୍କୁ ମିଳିଲା ହତ୍ୟା ଧମକ

ଚନ୍ଦ୍ରଚୂଡଙ୍କୁ ମିଳିଲା ହତ୍ୟା ଧମକ

by
0 comment

Posted inଜାତୀୟ

ଚନ୍ଦ୍ରଚୂଡଙ୍କୁ ମିଳିଲା ହତ୍ୟା ଧମକ

ନୂଆଦିଲ୍ଲୀ,୬ା୮: ସୁପ୍ରିମକୋର୍ଟଙ୍କ କୋଟା ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରି ଜଣେ ବ୍ୟକ୍ତି ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡଙ୍କୁ ହତ୍ୟା ଧମକ ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ସୋସିଆଲ ମିଡିଆରେ ଏକ ପୋଷ୍ଟ ଲେଖି ସିଜେଆଇଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଛନ୍ତି। ପୋଲିସ ଏହି ଘଟଣାରେ ମାମଲା ରୁଜୁ କରିଛି।

ଡେଥ୍‌ ଚ୍ୟାମ୍ବର ପାଲଟିଛି କୋଚିଂ ସେଣ୍ଟର

ନୂଆଦିଲ୍ଲୀ, ୬।୮: ଦିଲ୍ଲୀର ଓଲ୍‌ଡ ରାଜେନ୍ଦ୍ର ନଗର ଅଞ୍ଚଳରେ କୋଚିଂ ସେଣ୍ଟର ବେସ୍‌ମେଣ୍ଟରେ ପାଣି ପଶିଯିବାରୁ ୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟଙ୍କ ଏକ ରାୟକୁ ଚ୍ୟାଲେଞ୍ଜ…

ରୋଜଭ୍ୟାଲି ଜମାକାରୀଙ୍କୁ ୧୨ କୋଟି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ

କୋଲକାତା,୬ା୮: ରୋଜଭ୍ୟାଲି ଗ୍ରୁପ୍‌ ଦ୍ୱାରା ଚିଟ୍‌ଫଣ୍ଡ ଠକେଇର ସମ୍ମୁଖୀନ ହୋଇଥିବା ଜମାକାରୀମାନଙ୍କୁ ୧୨ କୋଟି ଟଙ୍କାର ସମ୍ପତ୍ତି ଫେରାଇବା ପାଇଁ କୋଲକାତାର ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ ନିର୍ଦ୍ଦେଶ…

ସେପ୍ଟେମ୍ବରରେ କଶ୍ମୀର ନିର୍ବାଚନ

ଜମ୍ମୁ, ୬।୮: ଆସନ୍ତା ସେପ୍ଟେମ୍ବରରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବ ବୋଲି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି. କିଷନ୍‌ ରେଡ୍ଡୀ କହିଛନ୍ତି। ସୋମବାର ଜମ୍ମୁ-କଶ୍ମୀରରେ…

ଭାରତ-ବାଂଲାଦେଶ ଟ୍ରେନ୍‌ ଚଳାଚଳ ବନ୍ଦ

ନୂଆଦିଲ୍ଲୀ,୬ା୮:ଭାରତରୁ ବାଂଲାଦେଶକୁ ଯାଉଥିବା ସମସ୍ତ ଟ୍ରେନ୍‌ ଚଳାଚଳ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି। ପଡ଼ୋଶୀ ଦେଶରେ ସୃଷ୍ଟି ହୋଇଥିବା ଅଶାନ୍ତ ପରିବେଶକୁ ଦୃଷ୍ଟିରେ…

ମହାରାଷ୍ଟ୍ରରେ ଏଏପି ଲଢିବ ବିଧାନସଭା ନିର୍ବାଚନ, କଲା ଘୋଷଣା, ଏତିକି ଆସନରେ ଦେବ ପ୍ରାର୍ଥୀ

ନୂଆଦିଲ୍ଲୀ,୫।୮: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟି ପ୍ରସ୍ତୁତ ହୋଇଛି। ଦଳ ମୁମ୍ବାଇର ୩୬ଟି ଆସନରେ ପ୍ରାର୍ଥୀ ଦେବ। ପାର୍ଟି କର୍ମୀମାନେ ମଧ୍ୟ…

ହିଣ୍ଡନ ଏୟାରବେସ ସେଫ୍ ହାଉସରେ ଶେଖ ହସିନା; ସୁରକ୍ଷାରେ ଗରୁଡ଼ କମାଣ୍ଡୋ

ନୂଆଦିଲ୍ଲୀ,୫।୮: ଦେଶ ଛାଡ଼ିବା ପରେ ଶେଖ ହସିନା ଏବେ ଭାରତରେ ଅଛନ୍ତି। ହିଣ୍ଡନ ଏୟାରବେସରେ ତାଙ୍କର ସ୍ୱତନ୍ତ୍ର ବିମାନ ଅବତରଣ କରିଛି। ଏଠାରେ ଏନଏସଏ ଅଜିତ…

ଶେଖ ହସିନାଙ୍କୁ ଭେଟିଲେ ଅଜିତ ଡୋଭାଲ, କିଛି ଦିନ ଭାରତରେ ରହିପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୮: ଏନଏସଏ ଅଜିତ ଡୋଭାଲ ହିଣ୍ଡନ ଏୟାରବେସରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଭେଟଥିବା ସୂଚନା ମିଳିଛି। ସୂଚନାନୁସାରେ, ଶେଖ ହସିନା ଭାରତରେ କିଛି…

ହିଣ୍ଡନ ଏୟାରବେସରେ ପହଞ୍ଚିଲେ ଶେଖ ହସିନା; ଭାରତରୁ ଲଣ୍ଡନ ଯାଇ ପାରନ୍ତି

ନୂଆଦିଲ୍ଲୀ,୫।୮: ଦେଶରେ ଛାତ୍ର ଆନ୍ଦୋଳନ ହିଂସାତ୍ମକ ହେବା ପରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଶେଖ ହସିନା ଆସି ଭାରତରେ ପହଞ୍ଚିଛନ୍ତି। ମିଡ଼ିଆ ରିପୋର୍ଟ ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od