
ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଆୟୁଷ୍ମାନ ଭାରତରେ ସାମିଲ୍ କରିଛନ୍ତି।

ଅମାନିଆଙ୍କୁ ସାବାଡ୍ କରିବ ପୋଲିସ, ପିନ୍ଧିବ ବଡି କ୍ୟାମେରା
ଭୁବନେଶ୍ୱର,୨୭ା୧୦: ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ…

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ
ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର…

ଜେଜେଙ୍କ ଦ୍ୱାଦଶ କ୍ରିୟାରେ ନାଳରେ ବୁଡ଼ି ନାତି ନିଖୋଜ, ଜାରି ରହିଛି ଉଦ୍ଧାର କାର୍ଯ୍ୟ
ଭଦ୍ରକ,୨୭ା୧୦(ସନାତନ ରାଉତ): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ପଣ୍ଡାପାଟଣା ଗ୍ରାମର ରୁଦ୍ର ପଣ୍ଡା(୨୦) କଲଭର୍ଟ ନିକଟରେ ଥିବା ଏକ ନାଳରେ ଗାଧୋଉଥିଲାବେଳେ ଗୋଡ଼ ଖସିଯାଇଥିଲା।…

ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…
ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ।…

ବାତ୍ୟା‘ଦାନା’ ପ୍ରଭାବରେ ୧୦୮ ବ୍ଲକ ପ୍ରଭାବିତ: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର,୨୭ା୧୦: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ ଜିଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ…

ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ
ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି।…

ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର ବ୍ୟକ୍ତି: ମାଡ଼ି ବସିଲା ପୋଲିସ
ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ…

ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା
ଭୁବନେଶ୍ୱର,୨୭ା୧୦: ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ…