
ଝାରସୁଗୁଡ଼ା,୧।୧୧: ଝାରସୁଗୁଡ଼ା ଜିଲା ଇବ୍ ନଦୀର ବୁଢ଼ୀପଦର ଘାଟରେ ଶୁକ୍ରବାର ଗାଧୋଇବା ବେଳେ ଏକ ଅଘଟଣ ଘଟିଛି। ପାଣିରେ ଭାସିଯାଇ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖୋଜ ୨ଜଣ ରାଜସ୍ଥାନର ବୋଲି ସୂଚନା ମିଳିଛି। ସେମାନେ ସହରରେ ବୁଲି ବୁଲି ବେପାର କରୁଥିଲେ।
ମିଳିଥିବା ସୂଚନା ମୁତାବକ, ଇବ୍ ନଦୀର ବୁଢ଼ୀପଦର ଘାଟରେ ରାଜସ୍ଥାନ ଅଞ୍ଚଳର ୭ରୁ ୮ଜଣ ଗାଧୋଉଥିଲେ। ସେତିକିବେଳେ ସେମାନଙ୍କ ମଧ୍ୟରୁ ୨ଜଣ ପାଣି ବୁଡି ଭାସି ଯାଇଥିଲେ। ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରୁଥିବା ସୂଚନା ମଳିଛି। ହେଲେ ସେମାନଙ୍କ ପତ୍ତା ମିଳିପାରି ନାହିଁ।
Posted inଆମ ଜିଲା ଖବର, ରାଜ୍ୟ View All
Posted inଆମ ଜିଲା ଖବର, ରାଜ୍ୟ View All

ହସ୍ପିଟାଲରେ ଭର୍ତ୍ତି ହେଲେ ବରିଷ୍ଠ ଭାଜପା ନେତା
କଟକ,୧।୧୧: ବରିଷ୍ଠ ଭାଜପା ନେତା ସମୀର ଦେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶୁକ୍ରବାର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲର ତାଙ୍କୁ ଭର୍ତ୍ତି କରାଯାଇଛି। ସେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ
କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା…

‘ନବୀନଙ୍କୁ ହରାଇବାକୁ କଣ୍ଟାବାଞ୍ଜି ପଠାଯାଇଥିଲା’ ବିସ୍ଫୋରକ ବୟାନ ଦେଲେ…
ଭୁବନେଶ୍ୱର,୧।୧୧: କିଛିଦିନ ପୂର୍ବରୁ ବିଜେଡି ଛାଡିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଏନେଇ ତାଙ୍କ ସ୍ବାମୀ ଦେବୁଲି ଦାସ…

ବିଦ୍ୟୁତ୍ ଆଘାତରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ
ବୁଗୁଡ଼ା,୧ା୧୧(କାଳିଚରଣ ଦାଶ): ବୁଗୁଡା ବୁଦ୍ଧଖୋଲ ଛକସ୍ଥିତ ଏକ ବାଇକ୍ ଗ୍ୟାରେଜରେ ବିଦ୍ୟୁତ୍ ଆଘାତରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନ୍ତରପଡା ଗ୍ରାମର…

ଏଣିକି ବାରରେ ନଚାଇଲେ ପଡ଼ିବ ମହଙ୍ଗା: ରଦ୍ଦ ହେବ…
ଭୁବନେଶ୍ୱର,୧।୧୧: ଏଣିକି ବାର ମାଲିକଙ୍କୁ ପଡ଼ିବ ମହଙ୍ଗା। ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଛଡା ବାରରେ ନାଚକୁ ଅବକାରୀ ବିଭାଗ…

ଏହି ଦିନ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ
ଭୁବନେଶ୍ୱର,୧।୧୧: ଆସନ୍ତା ୬ ତାରିଖରେ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ। ୬ ତାରିଖ ପୂର୍ବାହ୍ନରେ ଭାଜପା ରାଜ୍ୟ ମୁଖ୍ୟାଳୟରେ ସାମିଲ ହେବେ। ଏ ନେଇ…

ଏବେ ନାହିଁ କୌଣସି ଲଘୁଚାପ: ୩ରୁ ୫ ତାରିଖ ଯାଏ ପାଗ ଶୁଖିଲା
ଭୁବନେଶ୍ୱର ,୧।୧୧: ଏବେ ନାହିଁ କୌଣସି ଲଘୁଚାପ। ଆସନ୍ତା ୭ଦିନ ମଧ୍ୟରେ ଲଘୁଚାପ ନେଇ କୌଣସି ସମ୍ଭାବନା ନଥିବା କହିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ମାଛ ଧରିବା ଉପରେ ୭ ମାସ କଟକଣା
ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା…