
ଭୁବନେଶ୍ୱର,୨୮।୧୧: ଭୁବନେଶ୍ୱରର ଏକ ଘରୋଇ ନର୍ସିଂ କଲେଜ ହଷ୍ଟେଲର୧୦ ଛାତ୍ରୀ ଅସୁସ୍ଥ ହୋଇଯାଇଛନ୍ତି। ରାତିରେ ଖାଇ ସାରିବା ପରେ ସେମାନେ ଅସୁସ୍ଥ ଅନୁଭବ କରିଥିଲେ। ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ସେମାନଙ୍କୁ ଗୁରୁତର ଅବସ୍ଥାରେ ବିଏମ୍ସି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଭାଜପା କାର୍ଯ୍ୟାଳୟରେ ୨ ଘଣ୍ଟା ରହିବେ ମୋଦି, କରିବେ ରାତ୍ରି ଭୋଜନ
ଭୁବନେଶ୍ୱର, ୨୮ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ…

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…
ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ କରାଯାଇଥିବା ଜି. ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ…

ସୁଜାତାଙ୍କ ଉପରେ ବିଶ୍ୱାସ କରିବ ତ ଭାଜପା ସରକାର? ଏବେ ବି ଆକ୍ଟିଭ ପାଣ୍ଡିଆନ! ଭିତରେ ଚାଲିଛି…
ଭୁବନେଶ୍ୱର,୨୮।୧୧: କାର୍ଯ୍ୟରେ ଯୋଗ ଦେଇଛନ୍ତି ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ। ଚଳିତ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ଭାଜପା ଓଡ଼ିଶାରେ କ୍ଷମତା ହାତେଇଛି।…

ଘରେ ପଶି ପୁତୁରାଙ୍କୁ ହତ୍ୟା, ଦାଦାଙ୍କୁ ଅଟକ ରଖିଲା ପୋଲିସ
ବ୍ରହ୍ମପୁର,୨୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଘରୋଇ ହିଂସା ଓ ପୂର୍ବ ଶତ୍ରୁତାରୁ ମାସେ ଭିତରେ ୩ ମୁଣ୍ଡ ଗଡ଼ିସାରିଲାଣି। ପୂର୍ବରୁ ଶେରଗଡ଼ରେ ଦୁଇଟି ହତ୍ୟାକାଣ୍ଡ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁଠି ଅଧିକ ‘ସୁଭଦ୍ରା’ ଫର୍ମ ରିଜେକ୍ଟ ହୋଇଛି, ସେଠାରେ ଆରମ୍ଭ ହେବ…
ଭୁବନେଶ୍ୱର,୨୮ା୧୧: କିଛି ମହିଳା ସୁଭଦ୍ରା ଯୋଜନା ପାଇଁ ଫର୍ମ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଟଙ୍କା ମିଳିନାହିଁ। କାହିଁକି ମିଳିନାହିଁ ବୋଲି ମହିଳାମାନେ…

ଓଡ଼ିଶାରେ ୪୮ ଘଣ୍ଟା ରହିବେ ମୋଦି: ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୨୮ା୧୧(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ…

ପୁଣି ଆଳୁ ଅଟକାଇଲେ ଦିଦି, ଟେନଶନରେ ସରକାର
ଜଳେଶ୍ୱର,୨୮।୧୧: ଓଡ଼ିଶାକୁ ପଶ୍ଚିମବଙ୍ଗ ସୀମାରେ ପୁଣି ଆଳୁ ଗାଡ଼ି ଅଟକାଇଛନ୍ତି। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ…

୨୯, ୩୦ରେ ବନ୍ଦ ରହିବ ଗୃହ କାର୍ଯ୍ୟ: ବାଚସ୍ପତି
ଭୁବନେଶ୍ୱର,୨୮ା୧୧(ସୁନିତ୍ ମିଶ୍ର): ବିଧାନସଭା ଶୀତ ଅଧିବେଶର ଦ୍ୱିତୀୟ ଦିନ ଅପରାହ୍ନ ୪ଟାରେ ଆରମ୍ଭ ହୋଇ ୪ଟା ୭ ପର୍ଯ୍ୟନ୍ତ ଚାଲିବା ପରେ ବାଚସ୍ପତି ସୁରମା ପାଢ଼ୀ…