Saturday, February 1, 2025
Home Budget 2025 ଆଜି ସାଧାରଣ ବଜେଟ

ଆଜି ସାଧାରଣ ବଜେଟ

by
0 comment

Posted inଜାତୀୟ

ଆଜି ସାଧାରଣ ବଜେଟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ପୂର୍ବାହ୍ନ ୧୧ଟାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିବେ। କ୍ରମାଗତ ଅଷ୍ଟମ ଥର ପାଇଁ ସେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି।

୨୩୩କୋଟି ଟଙ୍କାରେ ମିଲ୍କ ମନ୍ତ୍ର ଡ୍ୟାରୀକୁ ଅଧିଗ୍ରହଣ କଲା HAP

ନୂଆଦିଲ୍ଲୀ,୩୧।୧: ଚେନ୍ନାଇର ଦୁଗ୍ଧ କମ୍ପାନୀ ହାଟସନ ଆଗ୍ରୋ ପ୍ରଡକ୍ଟସ ଲିମିଟେଡ (HAP) ୨୩୩ କୋଟି ଟଙ୍କାରେ ‘ମିଲ୍କ ମନ୍ତ୍ର ଡ୍ୟାରୀ’ ଏବଂ ଏହାର ‘ମିଲ୍କି ମୁ’…

ସୋନିଆ-ରାହୁଲଙ୍କ Poor କଥା: ଟାର୍ଗେଟ କଲେ ମୋହନ ମାଝୀ, ଶୁଣିକି ସମସ୍ତେ ତାଜୁବ!

ଭୁବନେଶ୍ୱର,୩୧।୧: ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି। ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି…

ବଜେଟ ୨୦୨୫ ପୂର୍ବରୁ ବଡ଼ ଘୋଷଣା! କମିବ ପେଟ୍ରୋଲ ଦର…

ନୂଆଦିଲ୍ଲୀ,୩୧।୧: ୨୦୨୫ ବଜେଟ ପୂର୍ବରୁ ବଡ଼ ଘୋଷଣା! କମିପାରେ ପେଟ୍ରୋଲ-ଡିଜେଲ ଦର। ଏଥିପାଇଁ, ଉତ୍ପାଦ ଶୁଳ୍କ ହ୍ରାସ କରାଯାଇପାରେ। ବର୍ତ୍ତମାନ ପେଟ୍ରୋଲ ଉପରେ ୧୯.୯୦ ଟଙ୍କା…

ଦିଲ୍ଲୀ ନିର୍ବାଚନ ପୂର୍ବରୁ AAPକୁ ବଡ଼ ଝଟ୍‌କା! ଦଳ ଛାଡ଼ିଲେ ୭ ବିଧାୟକ

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ଠିକ୍‌ ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟିକୁ ବଡ଼ ଝଟ୍‌କା। ଏଠାରେ ଦଳର ୭ ବିଧାୟକ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା…

Budget 2025: ବଜେଟ୍‌ରେ ଓଡ଼ିଶାକୁ ମିଳିପାରେ ଏସବୁ ଲାଭ, ଏମାନଙ୍କ ପାଇଁ ହେବ ବଡ଼ ଘୋଷଣା!

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ୧୮ତମ ଲୋକ ସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସୋନିଆଙ୍କ ବିବାଦୀୟ ମନ୍ତବ୍ୟ ପରେ ରାଷ୍ଟ୍ରପତି ଭବନରୁ ଆସିଲା କଡ଼ା ଉତ୍ତର, କୌଣସି କ୍ଷେତ୍ରରେ ବି ରାଷ୍ଟ୍ରପତି…

ନୂଆଦିଲ୍ଲୀ,୩୧ା୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାତ୍ସଲ୍ୟ କରି କହିବା ପରେ ରାଷ୍ଟ୍ରପତି ଭବନରୁ ଏହାର ଉତ୍ତର ଆସିଛି। ସୋନିଆଙ୍କ ବୟାନକୁ…

ସୋନିଆଙ୍କ ସପକ୍ଷରେ ବାହାରିଲେ ଝିଅ ପ୍ରିୟଙ୍କା

ନୂଆଦିଲ୍ଲୀ,୩୧ା୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାତ୍ସଲ୍ୟ କରି କହିବା ପରେ ରାଷ୍ଟ୍ରପତି ଭବନରୁ ଉତ୍ତର ଆସିଛି। ସୋନିଆଙ୍କ ବୟାନକୁ ନେଇ…

Budget 2025: ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କଲେ ସୀତାରମଣ

ନୂଆଦିଲ୍ଲୀ,୩୧।୧: ସଂସଦର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଯାଇଛି। ପୂର୍ଣ୍ଣାଙ୍ଗ ବଜେଟ ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ଲୋକସଭାରେ ୨୦୨୪-୨୫ ଆର୍ଥିକ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od