Posted inଜାତୀୟ
ଏଣିକି ଟ୍ରାନ୍ସଜେଣ୍ଡରଙ୍କୁ ସରକାରୀ ଚାକିରୀରେ ମିଳିବ ୧% ସଂରକ୍ଷଣ

କୋଲକାତା,୧୮।୬: ଏଣିକି ପଶ୍ଚିମବଙ୍ଗରେ ସରକାରୀ ଚାକିରି କ୍ଷେତ୍ରରେ ଟ୍ରାନ୍ସଜେଣ୍ଡର ସମୁଦାୟଙ୍କୁ ୧% ସଂରକ୍ଷଣ ମିଳିବ। ଏନେଇ ମଙ୍ଗଳବାର କୋଲକାତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୃଣାଳ ବାରିକ ବନାମ ପଶ୍ଚିମବଙ୍ଗ ରାଜ୍ୟ ଏବଂ ଅନ୍ୟ ମାମଲାରେ ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ସାର୍ବଜନିକ ରୋଜଗାର ପଦଗୁଡ଼ିକରେ ଟ୍ରାନ୍ସଜେଣ୍ଡରମାନଙ୍କ ପାଇଁ ଆରକ୍ଷଣ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଯାବତ ରାଜ୍ୟରେ କୌଣସି ଆରକ୍ଷଣ ବ୍ୟବସ୍ଥା ଲାଗୁ ନ ଥିବାରୁ ସରକାରଙ୍କୁ ଏଭଳି କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।

କଂଗ୍ରେସକୁ ବଡ଼ ଝଟ୍କା, ଇସ୍ତଫା ଦେଲେ…
ଚଣ୍ଡିଗଡ଼,୧୮।୬: ହରିୟାଣା କଂଗ୍ରେସକୁ ଲାଗିଛି ବଡ଼ ଝଟ୍କା। ଝିଅଙ୍କୁ ଟିକେଟ ମିଳିଲା ନାହିଁ ବୋଲି ଦଳ ଛାଡ଼ି ଭାଜପାରେ ସାମିଲ ହେବାକୁ ଯାଉଛନ୍ତି ବରିଷ୍ଠ ନେତ୍ରୀ…

ମୁମ୍ବାଇର ୫୦ରୁ ଅଧିକ ଡାକ୍ତରଖାନାକୁ ବୋମାରେ ଉଡାଇ ଦେବାକୁ ଧମକ, ଆଲର୍ଟରେ ପୋଲିସ
ମୁମ୍ବାଇ,୧୮।୬: ମହାରାଷ୍ଟ୍ର ମୁମ୍ବାଇ ସହରର ଅନେକ ଡାକ୍ତରଖାନାକୁ ବୋମା ଯୋଗେ ଉଡ଼ାଇ ଦେବାକୁ ଧମକ ମିଳିଛି। ଏହାପରେ ମୁମ୍ବାଇ ପୋଲିସ ଆଲର୍ଟ ହେବା ସହ ସମସ୍ତ…

ଆକାଉଣ୍ଟକୁ ଆସିନାହିଁ କି ପିଏମ୍ କିଶାନ ଟଙ୍କା? ଏଠାରେ କରନ୍ତୁ ଅଭିଯୋଗ, ଜାଣନ୍ତୁ…
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପିଏମ୍ କିଶାନ ସମ୍ମାନ ନିଧି ଯେଜନାର ୧୭ତମ କିସ୍ତି ଜାରି କରିଛନ୍ତି। ଦେଶର ପ୍ରାୟ ୯.୨୬ କୋଟି କୃଷକଙ୍କ…

ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ, ବଢ଼ାଗଲା ସୁରକ୍ଷା
ପାଟନା,୧୮।୬: ବିହାରର ପାଟନା ବିମାନବନ୍ଦରକୁ ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ଏହାପରେ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ତେବେ ଇମେଳ୍ ଜରିଆରେ ଧମକ ମିଳିଥିବା…

ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ିଲା ୧୨ କୋଟି ବିନିମୟରେ ନିର୍ମାଣ ହୋଇଥିବା ବ୍ରିଜ୍
ପାଟନା,୧୮।୬: ବିହାରର ଅରାରିଆ ଜିଲାର ଆଉ ଏକ ନିର୍ମାଣାଧୀନ ବ୍ରିଜ୍ ଭୁଶୁଡି ପଡ଼ିଛି। ଶିଖୀ ବ୍ଲକ ଏବଂ କୁର୍ସାକାଟାକୁ ସଂଯୋଗ କରିବା ପାଇଁ ଏହି ସେତୁ…

କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଜାରି କଲେ ମୋଦି: କୃଷକଙ୍କ ଆକାଉଣ୍ଟକୁ ଗଲା ଟଙ୍କା
ବାରାଣସୀ,୧୮।୬: ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସଂସଦୀୟ କ୍ଷେତ୍ର ବାରାଣାସୀ ଗ୍ରସ୍ତ କରିଛନ୍ତି। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି…

ଆଜି ଓଡ଼ିଶା ଚାଷୀଙ୍କ ଆକାଉଣ୍ଟକୁ ଆସିଛି କିଶାନ ଟଙ୍କା; ଜାଣି ନ ଥିଲେ ଏହି ଉପାୟରେ ଶୀଘ୍ର ଯାଞ୍ଚ କରନ୍ତୁ ବାଲାନ୍ସ
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିବା ପରେ ଜୁନ୍ ୧୮ରେ ଚାଷୀଙ୍କ ଆକାଉଣ୍ଟକୁ ପିଏମ୍-କିଶାନ ଯୋଜନାର ୧୭ତମ କିସ୍ତି…

ନିଟ୍ କେଳେଙ୍କାରୀ ଭିତରେ ଆଉ ଏକ ଘଟଣା, MBBS ସିଟ ପାଇଁ ଦେଲେ ୧୬.୩୨ ଲକ୍ଷ ଟଙ୍କା
ନୂଆଦିଲ୍ଲୀ,୧୮।୬: ଡାକ୍ତରୀପାଠ୍ୟକ୍ରମରେ ନାଁ ଲେଖାଇବା ପାଇଁ ଅନୁଷ୍ଠିତ ନିଟ ପରୀକ୍ଷା କେଳେଙ୍କାରୀ ମାମଲା ପୁରା ଦେଶରେ ହଇଚଇ ସୃଷ୍ଟି କରିଛି। ଏସବୁ ଭିତରେ ମେଡିକାଲ ପାଠ୍ୟକ୍ରମକୁ…