23
ବାଲେଶ୍ବର : ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ସରକାରୀ କ୍ବାଟର୍ସରୁ ଟଙ୍କା ଭର୍ତ୍ତି ବ୍ୟାଗ୍ ମିଳିଛି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଥିଲା । ଟଙ୍କା ଭର୍ତ୍ତି ବ୍ୟାଗରୁ ୧୦୦, ୨୦୦, ୫୦୦ ଓ ୨ ହଜାର ଟଙ୍କାର ଅନେକ ବିଡା ମିଳିଛି । ବାଲେଶ୍ବରର ୭ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ଚଢାଉ କରିଛି ।
ଡାକ୍ତରଖାନା ପରିସରରୁ ଶିଶୁ ଅପହରଣ ଅଭିଯୋଗ; ୨ ଅଭିଯୁକ୍ତ ଗିରଫ ,ଶିଶୁ ଉଦ୍ଧାର