
ମୁମ୍ବାଇ: ସାଉଥ ଅଭିନେତା ଧନୁଷ ଏବଂ ଐଶ୍ୱର୍ଯ୍ୟା ରଜନୀକାନ୍ତ ଛାଡପତ୍ର ହୋଇଛି। ବିବାହର ୨୦ ବର୍ଷ ପରେ ଦମ୍ପତିଙ୍କର ଏବେ ରାସ୍ତା ଅଲଗା ହୋଇଯାଇଛି। ଦୁଇ ବର୍ଷ ପୂର୍ବେ ଅଲଗା ହେବା ଘୋଷଣା କରିବା ପରେ ଧନୁଷ ଏବଂ ଐଶ୍ୱର୍ଯ୍ୟା ବର୍ତ୍ତମାନ କୋର୍ଟରୁ ଛାଡପତ୍ର ପାଇଛନ୍ତି। ପ୍ରକାଶିତ ଖବର ଅନୁଯାୟୀ ଚେନ୍ନାଇ ପରିବାର କଲ୍ୟାଣ କୋର୍ଟ ଏହି ଦମ୍ପତିଙ୍କ ଛାଡପତ୍ରକୁ ମଞ୍ଜୁର କରିଛନ୍ତି ।
ଧନୁଷ ଏବଂ ଐଶ୍ୱର୍ଯ୍ୟା ରଜନୀକାନ୍ତଙ୍କ ଛାଡପତ୍ର ମାମଲା ତିନିଥର ଶୁଣାଣି ହୋଇସାରିଛି। କିନ୍ତୁ ଧନୁଷ ଏବଂ ଐଶ୍ୱର୍ଯ୍ୟା କୌଣସି ସେଶନରେ ଯୋଗ ଦେଇନଥିଲେ।ଐଶ୍ୱର୍ଯ୍ୟା ଗୁରୁବାର କୋର୍ଟରେ ହାଜର ହୋଇଥିଲେ ଯାହା ପରେ ବିଚାରପତି ନଭେମ୍ବର ୨୭ ପାଇଁ ଶୁଣାଣି ସ୍ଥିର କରିଥିଲେ।

୪୦୦ କୋଟି ପାର୍ କଲା ‘ଭୁଲ୍ ଭୁଲୈୟା ୩’
ମୁମ୍ବାଇ: ଦୀପାବଳି ଅବସରରେ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଚଳଚ୍ଚିତ୍ର ‘ଭୁଲ୍ ଭୁଲୈୟା ୩’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଅଭିନେତା ଅଜୟ ଦେବଗନଙ୍କ ‘ସିଙ୍ଘମ୍ ଏଗେନ୍’ ଫିଲ୍ମ…

ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା ଶେୟାର କଲେ ଏଭଳି ଭିଡିଓ, ଖୋଲିଗଲା ସବୁ ରାଜ୍
ମୁମ୍ବାଇ: ଆଜିକାଲି ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ ଛାଡପତ୍ର ରିପୋର୍ଟ ସାମ୍ନାକୁ…

କଫି ମଗ୍ରେ ‘ଚୋର’ ଲେଖାଥିବାରୁ ରାଗିଲେ ତମନ୍ନା
ମୁମ୍ବାଇ: ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ ଦକ୍ଷତା ସହିତ ବଲିଉଡରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଅଭିନେତ୍ରୀ ତମନ୍ନା ଭାଟିଆ ସୋସିଆଲ ମିଡିଆରେ ଏକ…

ଏକସଙ୍ଗେ ୧୩ ଫ୍ଲପ୍ ଫିଲ୍ମ ଦେଇଥିଲେ ଅର୍ଜୁନ
ମୁମ୍ବାଇ: ଅଭିନେତା ଅର୍ଜୁନ ରାମପାଲ ୨୩ ବର୍ଷ ଧରି ବଲିଉଡ୍ ଇଣ୍ଡଷ୍ଟ୍ରିରେ ସକ୍ରିୟ ରହିଛନ୍ତି। ନିଜ କ୍ୟାରିୟର ଯାତ୍ରାରେ ତାଙ୍କୁ ଅନେକ ସଂଘର୍ଷ ଦେଖିବାକୁ ପଡ଼ିଛି। ସୋମବାର…

୧୫୫ ଖଣ୍ଡ ଭୋଟ ମିଳିବା ପରେ ଟ୍ରୋଲ ହେଉଛନ୍ତି ଏହି ଅଭିନେତା: ଜବାବ ମିଳିଲା ଏମିତି…
ପୁଣେ,୨୫।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଏବଂ ନଭେମ୍ବର ୨୩ରେ ଭୋଟ ଗଣତି ପରେ ଫଳାଫଳ ଘୋଷଣା କରାଯାଇଥିଲା। ଏହି ନିର୍ବାଚନରେ ଅନେକ…

ରିଲେସନ୍ସିପ୍ ଷ୍ଟାଟସ୍କୁ ନେଇ ଖୁଲାସା କଲେ ମଲାଇକା
ଅଭିନେତ୍ରୀ ମଲାଇକା ଆରୋରା ତାଙ୍କ ରିଲେସନ୍ସିପ୍ ଷ୍ଟାଟସ୍କୁ ନେଇ ଖୁଲାସା କରିଛନ୍ତି। ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏହା ପ୍ରକାଶ କରିଛନ୍ତି। ଆଜିକାଲି ସେ…

ବାରମ୍ବାର ଅନୁଷ୍କାଙ୍କୁ ଦେଖାଇବା ଯୋଗୁ ରାଗିଗଲେ ପ୍ରଶଂସକ
ପର୍ଥ,୨୪।୧୧: ପର୍ଥରେ ଗର୍ଜିଛି ବିରାଟଙ୍କ ବ୍ୟାଟ୍। ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମୁକାବିଲାର ତୃତୀୟ ଦିନରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ମାରିଛନ୍ତି। ଏହି ସମୟରେ ମଇଦାନରେ…

ନାଗା-ଶୋଭିତାଙ୍କ ଲଭ୍ଷ୍ଟୋରି
ହାଇଦ୍ରାବାଦ: ଆଉ ଦିନ କେଇଟାର ଅପେକ୍ଷା। ପ୍ରେମିକା ଶୋଭିତା ଧୁଲିପାଲାଙ୍କ ହାତ ଧରିବେ ସାଉଥ୍ ସୁପରଷ୍ଟାର ନାଗା ଚୈତନ୍ୟ। ଇତିମଧ୍ୟରେ ବିବାହକୁ ନେଇ ପ୍ରସ୍ତୁତି ଅନ୍ତିମ…