
ଭୁବନେଶ୍ୱର,୨୦ା୧: ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆରପିଏଫ୍ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି।
ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡ଼ିଶାର ନୂଆପଡ଼ା ଜିଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୋଇନ୍ଦା ସୂଚନା ମିଳିଥିଲା। ସେହି ଅନୁଯାୟୀ ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି ଏହି ସମ୍ମିଳିତ ଅଭିଯାନ ଆରମ୍ଭ କରିଛନ୍ତି।

ଆଜି ବି ନବଙ୍କ ଭାଇ ବ୍ରଜଙ୍କ ଘରେ ରେଡ : କ’ଣ ଖୋଜୁଛି ଆଇଟି ଟିମ୍
ଭୁବନେଶ୍ୱର,୨୦।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ ଜାରି ରହିଛି । ଚତୁର୍ଥ ଦିନରେ ଏହି ଚଢ଼ାଉ ଚାଲିଛି। ସମ୍ବଲପୁର…

ଚିଲିକାରେ ଆରମ୍ଭ ହେଲା ଡଲଫିନ୍ ଗଣନା
ଖୋର୍ଦ୍ଧା,୨୦ା୧(ଖୋର୍ଦ୍ଧା ପାଣିଗ୍ରାହୀ): ଚିଲିକା ଡିଭିଜନ ବନ୍ୟପ୍ରାଣୀ ବିଭାଗ (ବାଲୁଗାଁ) ପକ୍ଷରୁ ସମଗ୍ର ଚିଲିକାରେ ଡଲ୍ଫିନ୍ ଗଣନା ଆରମ୍ଭ ହୋଇଛି। ଚିଲିକାରେ ଦେଖା ଯାଉଥିବା ଇରାଓ୍ବ।ଡି (…

ବିଜେଡି ନେତାଙ୍କୁ ଜୋରଦାର ବିରୋଧ
ବଲାଙ୍ଗୀର/ ଖପ୍ରାଖୋଲ,୨୦।୧(ବୀରେନ୍ଦ୍ରକୁମାର ଝାଙ୍କର/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗନ୍ଧମାର୍ଦ୍ଦନର ସ୍ଥାୟୀ ସୁରକ୍ଷା ପାଇଁ ଖପ୍ରାଖୋଲ ଆଦର୍ଶ ବିଦ୍ୟାଳୟ ସମ୍ମୁଖ ପଡିଆରେ ରବିବାର ପଶ୍ଚିମ…

ବଡ଼ ଘୋଷଣା, ନିଯୁକ୍ତ ହେବେ ୨ ହଜାର ଟ୍ରାଫିକ୍ ପୋଲିସ
ଭୁବନେଶ୍ୱର,୨୦ା୧(ସତ୍ୟଜିତ୍ ରାଉତ): ସଡ଼କ ସୁରକ୍ଷା କ୍ଷେତ୍ରରେ ଟ୍ରାଫିକ୍ ବ୍ୟବସ୍ଥାର ପ୍ରମୁଖ ଭୂମିକା ରହିଛି। ଏହାର ପରିଚାଳନା ପାଇଁ ରାଜ୍ୟରେ ଏବେ ୨୧୯୮ ଜଣ ଟ୍ରାଫିକ ପୋଲିସ…

ଯୁବତୀ ଚାଲାଣ କରୁଥିଲେ ହଂସିତା, ଅନିଲ
ଭୁବନେଶ୍ୱର,୨୦ା୧(ସତ୍ୟଜିତ୍ ରାଉତ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁର ପରିଚୟ ଦେବା ସହ ନାମ ପରିବର୍ତ୍ତନ କରି ବଡ଼ବଡ଼ିଆଙ୍କୁ ଠକିଥିବା ହାଇପ୍ରୋଫାଇଲ୍…

ଜୟନ୍ତୀରେ ବି ମନେ ପଡ଼ିଲେ ନି ବହ୍ନିକନ୍ୟା: ଧୂଳିମୟ ପ୍ରତିମୂର୍ତ୍ତି
ବରଗଡ଼,୧୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅନେକ ମହାପୁରୁଷ, ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ରହିଛି। କିନ୍ତୁ ପ୍ରତିମୂର୍ତ୍ତିଗୁଡ଼ିକର ଯତ୍ନ କିମ୍ବା ରକ୍ଷଣାବେକ୍ଷଣ ଠିକ୍ଭାବେ କରାଯାଉ ନାହିଁ। ରବିବାର ସ୍ବାଧୀନତା…

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ଏସ୍ପି ଅଫିସରେ ଆଇଜି ହିମାଂଶୁ ଲାଲ କଲେ ସମୀକ୍ଷା
ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣାକୁ ୭ ଦିନ ବିତିଯାଇ ଥିଲେ ମଧ୍ୟ ପୋଲିସ…

ଟ୍ରକ ଚକା ତଳେ ପଡ଼ି ଚାଲିଗଲା ବାଇକ୍ ଚାଳକଙ୍କ ଜୀବନ
ପଟ୍ଟାଙ୍ଗି,୧୯।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନ ୨୬ ନଂ ଜାତୀୟ ରାଜପଥ ରାଲେଗଡ଼ା ପଞ୍ଚାୟତ ବୋଡାପାଡୁ ଛକରେ ରବିବାର ଟ୍ରକ ଚକା…