
ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍ପି ନୀତେଶ ଏହି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଭାଜପା ଛାଡ଼ିଥିବା ସେ ଉଲ୍ଲେଖ କରିଛନ୍ତି। ନୀତେଶ ୨୦୧୯ରେ ସମ୍ବଲପୁର ଏମ୍ପି ଭାବେ ନିର୍ବାଚିତ ହୋଇଥିଲେ।

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…
ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍ ଆକାଉଣ୍ଟ…

ଆତ୍ମସମର୍ପଣ କଲେ ୨୩ ମାଓବାଦୀ
ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା…

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ
ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ…

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି
କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ…

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର
ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ…

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ
ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ…

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ
ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ…

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର
ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ…