//ସମ୍ବଲପୁର: ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ। କଁସର ଗାଁ ନିକଟ ଜଙ୍ଗଲକୁ ଯାଇଥିବାବେଳେ ହାତୀ ଦଳିଦେଲା। //ଆସନ୍ତା ୨୮ରେ ସମ୍ବଲପୁର ଗସ୍ତ କରିବେ ଗୃହମନ୍ତ୍ରୀ ଅମିତ ଶାହ। ସୂଚନା ଦେଲେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର। ପ୍ରଥମେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବେ ଏବଂ ଏହାପରେ ୩/୪ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ।//ଆସନ୍ତା ଜାନୁଆରୀ ମାସରେ ମିଳିବ ସୁଭଦ୍ରା ଟଙ୍କା। ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଜାନୁଆରୀରେ ମିଳିବ।ଡିସେମ୍ବର ୩୦ ସୁଦ୍ଧା ଯାଞ୍ଚ ପ୍ରକ୍ରିୟା ସରିବ। ଜାନୁଆରୀରେ ମିଳିବ। ଚତୁର୍ଥ ପର୍ଯ୍ୟାୟରେ ୨୦ଲକ୍ଷ ହିତାଧିକାରୀଙ୍କୁ ଯୋଡ଼ିବାକୁ ଲକ୍ଷ୍ୟ।//ତିନି ମାସରେ ନୁହେଁ ଏଣିକି ପ୍ରତି ମାସରେ ହିତାଧିକାରୀଙ୍କୁ ମିଳିବ ରାସନ, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର / ୨୦୨୫ ଜାନୁଆରୀରୁ ପ୍ରତି ମାସରେ ମିଳିବ ରାସନ / ୨୦୨୫ ଜାନୁଆରୀରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା / ଚଳିତ ଡିସେମ୍ବର ସୁଦ୍ଧା ସରିବ ଯାଞ୍ଚ ପ୍ରକ୍ରିୟା, ଜାନୁଆରୀରେ ୨୦ ଲକ୍ଷ ହିତାଧିକାରୀ ପାଇବେ ଟଙ୍କା / ୨ ଦିନିଆ କୁଏତ ଗସ୍ତରେ ଯାଇ ପହଁଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ୪୩ ବର୍ଷ ପରେ କୁଏତ ଗସ୍ତରେ ଯାଇଛନ୍ତି କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ / ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଓଡ଼ିଶା ଆଇନଜୀବୀ କଲ୍ୟାଣ ପାଣ୍ଠିକୁ ୧୦ କୋଟି ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର /
ମହିଳାଙ୍କୁ ଦଳିଦେଲା ହାତୀ
4