Posted inଜାତୀୟ
ମାନହାନି ମାମଲା: ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଟିଏମ୍ସି ନେତାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨ା୭(ପି.ଟି.): ଏକ ମାନହାନି ମାମଲାରେ ତୃଣମୂଳ କଂଗ୍ରେସ (ଟିଏମ୍ସି) ନେତା ସାକେତ୍ ଗୋଖଲେଙ୍କୁ ଏଥିପାଇଁ ପୂର୍ବତନ କୂଟନୀତିଜ୍ଞ ଲକ୍ଷ୍ମୀ ମୁର୍ଦେଶ୍ୱର ପୁରୀଙ୍କୁ କ୍ଷମା ମାଗିବା ସହ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଦିଲ୍ଲୀ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ସ୍ତ୍ରୀ ଲକ୍ଷ୍ମୀ ସୁଇଜରଲାଣ୍ଡରେ ଜମି କିଣିବା ନେଇ ଗୋଖଲେ ବିବାଦୀୟ ଟୁଇଟ୍ କରିଥିଲେ। ଏହା ବିରୋଧରେ ଜାତିସଂଘର ପୂର୍ବତନ ସହକାରୀ ମହାସଚିବ ଲକ୍ଷ୍ମୀ ହାଇକୋର୍ଟରେ ମାନହାନି ମାମଲା ଦାଏର କରିଥିଲେ।

ଭିଡ଼ହିଂସା ଧାରାରେ ତ୍ରୁଟି ରହିଛି: ଝାଡ଼ଖଣ୍ଡ ହାଇକୋର୍ଟ
ରାଞ୍ଚତ୍,୨ା୭: ସାରା ଦେଶରେ ୩ ନୂଆ ଆପରାଧିକ ଆଇନ ସୋମବାର ଲାଗୁ ହୋଇଛି। ଇଣ୍ଡିଆନ୍ ପେନାଲ୍ କୋଡ୍ (ଆଇପିସି) ସ୍ଥାନରେ ଭାରତୀୟ ନ୍ୟାୟ ସଂହିତା(ବିଏନ୍ଏସ୍) କାର୍ଯ୍ୟକାରୀ ହୋଇଛି।…

ଆଇନକୁ ଜବରଦସ୍ତ ଗୃହୀତ କରାଯାଇଥିଲା: ଖାର୍ଗେ
ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହୋଇଥିବାରୁ ଦଣ୍ଡ ସ୍ଥାନରେ ନ୍ୟାୟ ମିଳିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା କହିଛନ୍ତି। ସ୍ବାଧୀନତାର ୭୭ ବର୍ଷ…

ପ୍ରିଭେସିକୁ କ୍ଷୁଣ୍ଣ କରିବ ନୂଆ ଆଇନ
ନୂଆଦିଲ୍ଲୀ,୨ା୭: ୨୦୨୩ରେ ପାର୍ଲାମେଣ୍ଟରେ ଗୃହୀତ ୩ ନୂଆ ଫୌଜଦାରୀ ଆଇନ ଜୁଲାଇ ପହିଲାରୁ ସାରା ଦେଶରେ କାର୍ଯ୍ୟକାରୀ ହୋଇଛି। ତେବେ ଉକ୍ତ ଆଇନଗୁଡ଼ିକରେ ରହିଥିବା ନିୟମ ନାଗରିକମାନଙ୍କ…

ନୂଆ ଆଇନରେ ପ୍ରଥମ ଏତଲା ଗ୍ବାଲିୟରରେ
ନୂଆଦିଲ୍ଲୀ,୨ା୭: ନୂଆ ଆପରାଧିକ ଆଇନ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବା ପରେ ଶୁକ୍ରବାର ୧୨ଟା ୧୦ ମିନିଟରେ ମଧ୍ୟପ୍ରଦେଶର ଗ୍ବାଲିୟରରେ ପ୍ରଥମ ଏତଲା ଏକ ମୋଟରସାଇକେଲ…

ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ ବାହାରିବେ ଛାତ୍ର
ନୂଆଦିଲ୍ଲୀ,୧ା୭: ଏନ୍ଇଇଟି-ୟୁଜି ସମେତ ପିଜି ଏବଂ ୟୁଜିସି ନେଟ୍ ପରୀକ୍ଷାରେ ହୋଇଥିବା ଅନିୟମିତତା ପ୍ରତିବାଦରେ ଦିଲ୍ଲୀର ଯନ୍ତରମନ୍ତରଠାରେ ଧାରଣାରେ ବସିଥିବା ଛାତ୍ରୀଛାତ୍ର ସେମାନଙ୍କ ଦାବିକୁ ନେଇ…

କିଏ ହେବେ ବିରୋଧୀଙ୍କ ଉପବାଚସ୍ପତି ପ୍ରାର୍ଥୀ, ଚର୍ଚ୍ଚାରେ ଏହି ନେତା
ନୂଆଦିଲ୍ଲୀ,୧।୭: ଲୋକ ସଭାର ଉପବାଚସ୍ପତି ପଦ ପାଇଁ ବିରୋଧୀ ପ୍ରାର୍ଥୀଙ୍କ ନାମ ଏ ପର୍ଯ୍ୟନ୍ତ ସ୍ଥିର କରାଯାଇ ନଥିଲେ ମଧ୍ୟ ୟୁପିର ଅଯୋଧ୍ୟା ଆସନରୁ ସମାଜବାଦୀ…

ମେଧା ପାଟକରଙ୍କୁ ୫ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଲଗାଇଲେ ୧୦ ଲକ୍ଷ ଟଙ୍କା ଜରିମାନା
ନୂଆଦିଲ୍ଲୀ,୨୧।୭: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ…

ବିଧାନପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା
ନୂଆଦିଲ୍ଲୀ,୧।୭: ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ସୋମବାର ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଘୋଷିତ…