
ଭୁବନେଶ଼୍ବର, ୧୪।୦୭: ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିଛି । ସେବାୟତମାନେ ଏହି ଆଜ୍ଞାମାଳ ନେଇ ଶ୍ରୀମନ୍ଦିରର ଅଭିମୁଖେ ଆସୁଥିବା ସୂଚନା ମିଳିଛି । ରତ୍ନ ଭଣ୍ଡାର ଖୋଲିବା ପୂର୍ବରୁ କମିଟିର ମୁଖ୍ୟ ଜଷ୍ଟିସ୍ ବିଶ଼୍ବନାଥ ରଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପ୍ରାୟ ୧ଟାରୁ ଦେଢ଼ଟା ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ପାଇଁ ଶୁଭ ମୁହୂର୍ତ୍ତ ରହିଥିବା ସେ କହିଛନ୍ତି ।

୪୬ ବର୍ଷ ଅପେକ୍ଷାର ଅନ୍ତ ଆଜି
ପୁରୀ,୧୪ା୭(ଅଜିତ୍ କୁମାର ମହାନ୍ତି)ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ରବିବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ…

ଟିକିମୋହିନୀଙ୍କୁ ଦୁଇଟି ସ୍ବର୍ଣ୍ଣ
ଭୁବନେଶ୍ୱର, ୧୪।୭(ସରୋଜ ଜେନା): ଓଡ଼ିଶା ଭାରୋତ୍ତୋଳନ ସଂଘ ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ଓ୍ବେଟ୍ଲିଫ୍ଟିଙ୍ଗ୍ ହଲ୍ରେ ଚାଲିଥିବା…

ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି
ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ…

୮ ଜଣଙ୍କୁ ନିଲମ୍ବନ କଲା ଭାଜପା
ଭୁବନେଶ୍ୱର, ୧୪।୭(ସୁନିତ୍ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବାଲେଶ୍ୱର ଜିଲାର…