Sunday, February 23, 2025
Home bbsr ରାଜଧାନୀରେ ଡବଲ ମର୍ଡର

ରାଜଧାନୀରେ ଡବଲ ମର୍ଡର

by
0 comment

ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। ତେବେ ହତ୍ୟାକାରୀଙ୍କୁ ଧରିବା ପାଇଁ ଏୟାରଫିଲଡ ଥାନା ପୋଲିସ ତଦନ୍ତ ଚଳାଇଛି।

ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍‌ ଉଦୟଗିରି…

୨ ସବ୍‌-ରେଜିଷ୍ଟ୍ରାରଙ୍କୁ ନିଲମ୍ବନ କଲେ ସରକାର

ଭୁବନେଶ୍ୱର,୭ା୮: ରାଜ୍ୟ ସରକାର ୨ ଜଣ ସବ୍‌-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜଗତପୁରରେ କାର୍ଯ୍ୟରତ ସବ୍‌-ରେଜିଷ୍ଟ୍ରାର ଆର୍ଯ୍ୟଦୀପ୍ତ ଅରଣ୍ୟକ ସାମନ୍ତରାୟଙ୍କୁ ଜମି ବିକ୍ରିରେ ବେଆଇନ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆମେରିକା କନ୍‌ସଲ ଜେନେରାଲ

ଭୁବନେଶ୍ୱର,୭ା୮: ହାଇଦ୍ରାବାଦଠାରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକାର କନ୍‌ସଲ ଜେନେରାଲ ଜେନିଫର୍‌ ଲାର୍‌ସନ ବୁଧବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କୁ ସାକ୍ଷାତ କରିଛନ୍ତି।…

୬ ବାର୍‌ ଡ୍ୟାନ୍ସରଙ୍କୁ ଅଟକାଇ ବନ୍ଧା ହେଲେ ମାଲିକ

ଭୁବନେଶ୍ୱର,୭ା୮: ରାଜ୍ୟ ବାହାରୁ ୬ ବାର୍‌ଡ୍ୟାନ୍ସରଙ୍କୁ ଭୁବନେଶ୍ୱର ଆଣିଥିଲେ। ମିଛ ପ୍ରତିଶ୍ରୁତି ଦେଇ ଭୁବନେଶ୍ୱର ନଶା ବାର୍‌ରେ ବିଳମ୍ବିତ ରାତି ଯାଏ ଡ୍ୟାନ୍ସ କରିବାକୁ ବାଧ୍ୟ…

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୭ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ସୁକ୍‌ମା ଜିଲାରେ ଚାଲିଥିବା ମାଓବାଦୀ ବିଲୋପ ଅଭିଯାନ ଅଧୀନରେ ଛତିଶଗଡ଼ ସରକାରଙ୍କ ମାଓବାଦୀ ବିଲୋପ ଏବଂ ପୁନର୍ବାସ ନୀତି ଏବଂ ସୁକ୍‌ମା…

ଦୁଇ ସନ୍ତାନ, ସ୍ବାମୀଙ୍କ ଆଖି ସାମ୍ନାରେ ବାଇକ୍‌ରୁ ଖସି ଚାଲିଗଲା ସ୍ତ୍ରୀଙ୍କ ଜୀବନ

ପଟ୍ଟାଙ୍ଗି,୭ା୮(ଶରତ ଧଳ): ଦୁଇ ସନ୍ତାନ ଏବଂ ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଜୀବନ ଚାଲିଯାଇଛି। ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା…

ଆସୁଛି ଆଉ ଏକ ବଡ଼ ଲଘୁଚାପ: ଏହି ୭ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୮: ମୌସୁମୀ ସକ୍ରିୟ ହୋଇଥିବା ବେଳେ ବାରମ୍ବାର ଲଘୁଚାପ ସୃଷ୍ଟି ହେଉଛି। ଗୋଟିଏର ପ୍ରଭାବ ସରିନି, ଆସିଲାଣି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରର…

ବାଲେଶ୍ୱର ଅଶାନ୍ତ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼

ବାଲେଶ୍ୱର,୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ସହରରେ ବୁଧବାର ଗୁଳିକାଣ୍ଡ ଘଟିଛି l କିଛିଦିନର ବ୍ୟବଧାନ ପରେ ପୁଣି ବାଲେଶ୍ୱର ସହର ଅଶାନ୍ତ ହୋଇ ଉଠିଛି l ସହଦେଖୁଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od