ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ମେ’ ୨୫ ତାରିଖରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ଭୁବନେଶ୍ୱର ଏବଂ ପୁରୀ ଲୋକସଭା ଆସନ ଓ ଏଥିରେ ଅନ୍ତର୍ଭୁକ୍ତ ଥିବା ୪୨ଟି ବିଧାନସଭା ଆସନରେ ନିର୍ବାଚନ ହେବ।
Sambad is now on WhatsApp
Join and get latest news updates delivered to you via WhatsApp
ଏହି ସବୁ ଆସନ ପାଇଁ ଆଜିଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ଏହା ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ।ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ।
ପୂର୍ବବର୍ତ୍ତୀ ଖବର