
ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡାରେ ୪୨.୧ ଡିଗ୍ରୀ, ହୀରାକୁଦରେ ୪୧.୮ ଡିଗ୍ରୀ, ରାଉରକେଲାରେ ୪୦.୬ ଡିଗ୍ରୀ, ବାଲେଶ୍ୱରରେ ୩୯.୮ ଡିଗ୍ରୀ, ଚାନ୍ଦବାଲିରେ ୩୮.୨ ଡିଗ୍ରୀ, ଗୋପାଳପୁରରେ ୩୫ ଡିଗ୍ରୀ, ପାରାଦୀପରେ ୩୪.୬ ଡିଗ୍ରୀ ଓ ପୁରୀର ତାପମାତ୍ରା ୩୫.୩ ଡିଗ୍ରୀ ରେକର୍ଡ କରାଯାଇଛି।

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’
ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ…

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ
ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ…

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର…

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ
ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି…

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା
ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ…

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ
କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ…

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର
ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା…

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍, କହିଦେଲେ ଏମିତି…
ଭୁବନେଶ୍ୱର,୩।୫: ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ…