ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଆସନ୍ତାକାଲି ୧୧ଟା ଯାଏଁ ଜଗା ଦର୍ଶନ ବନ୍ଦ..
ଖରା,ଗୁଳୁଗୁଳି ପାଇଁ ଆଉ ଦିନେ ହେବ ସକାଳୁଆ ସ୍କୁଲ୍ – ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ସୂଚନା..
ଭୁବନେଶ୍ୱର ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣା..
ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଲା ବିଏମସି..
ଋିପୋର୍ଟରେ ଡ୍ରେନେଜ ବିଭାଗର କାର୍ଯ୍ୟରତ ଅଧିକାରୀଙ୍କୁ ଦାୟୀ..
ଜେଇଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ବିଏମସି
ସର୍ବସମ୍ମତି କ୍ରମେ ସୁରମା ପାଢୀ ବାଚସ୍ପତି ଭାବେ ନିର୍ବାଚିତ..
ରଣପୁର ବିଧାୟିକା ସୁରମା ପାଢୀ..
ପ୍ରସ୍ତାବ ରଖିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି..
ମୌସୁମୀ ଅଗ୍ରସର ; ୨୩ ପର୍ୟ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା..