Sunday, February 23, 2025
Home Latest ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ

ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ

by
0 comment

ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ

ବାଲେଶ୍ବର: ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ ହୋଇଛି। ଆଜି ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି। ଡିଆରଡିଓ ପ୍ରସ୍ତୁତ ଏହି ମିସାଇଲର ୬୩୪ କିଲୋମିଟର ପର୍ଯ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଶତ୍ରୁପକ୍ଷର ସମସ୍ତ ଟାର୍ଗେଟକୁ ଏହା ଧ୍ୱଂସ କରିବାରେ ସକ୍ଷମ ବୋଲି ସୂଚନା ମିଳିଛି।

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od