ରାଜ୍ୟର ନୂଆ ବିଜେପି ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ // ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓଙ୍କୁ ମିଳିଲା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତି ବିଭାଗ // ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗ // ସୁରେଶ ପୂଜାରୀଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା // ରବି ନାୟକଙ୍କୁ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ନିତ୍ୟାନନ୍ଦ ଗଣ୍ଡଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା, ଏସସି/ଏସଟି ଉନ୍ନୟନ, ସଂଖ୍ୟାଲଘୁ ବିଭାଗ // କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଖାଦ୍ୟ ଯୋଗାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି, ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଆଇନ୍, ପୂର୍ତ୍ତ ଏବଂ ଅବକାରୀ // ମୁକେଶ ମହାଲିଙ୍ଗଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର // ବିଭୂତି ଭୂଷଣ ଜେନାଙ୍କୁ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି // କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଗୃହ ଓ ନଗର ଉନ୍ନୟନ ଏବଂ ସାଧାରଣ ଉଦ୍ୟୋଗ ବିଭାଗ // ଗଣେଶରାମ ସିଂଖୁଣ୍ଟିଆ: ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ // ସୂର୍ଯ୍ୟବଂଶୀ ସୂରଜ: ଉଚ୍ଚଶିକ୍ଷା, କ୍ରୀଡ଼ା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି // ପ୍ରଦୀପ ବଳସାମନ୍ତ: ସମବାୟ, ହସ୍ତତନ୍ତ // ଗୋକୁଳାନନ୍ଦ ମଲ୍ଲିକ: ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ଏମଏସଏମଇ // ସମ୍ପଦ ଚନ୍ଦ୍ର ସ୍ୱାଇଁ: ଖଣି, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା //
ଅଭିବନ୍ଦିତା ପରିଜା ହେଲେ ରେଭେନ୍ସା ବିଶ୍ୱବିଦ୍ୟାଳୟ ବିବିଏ ଟପ୍ପର
157