Saturday, February 22, 2025
Home Latest ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

by
0 comment

ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Mohan Charan Majhi | Facebook

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ସେ ନୂଆଦିଲ୍ଲୀରେ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ଦେବେ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥର ବିକାଶ ନେଇ ଆଲୋଚନା କରିବେ ବୋଲି ସୂଚନା ରହିଛି।।

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ କେତେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି ଗସ୍ତ ସମୟରେ ଭେଟିବାର କାର୍ଯ୍ୟକ୍ରମ ରହିଛି।

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od