Sunday, February 23, 2025
Home Leading ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ

by
0 comment

ପୁରୀ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Advertisment

ବନକଲାଗି ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହେବ। ତାପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହେବ। ତାପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od