Wednesday, February 19, 2025
Home Latest ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାହୁଲ ନବୀନ

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାହୁଲ ନବୀନ

by
0 comment

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାହୁଲ ନବୀନ

ତିନିଦିନିଆ ଓଡ଼ିଶା ଗସ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ନିର୍ଦ୍ଦେଶକ ରାହୁଲ ନବୀନ। ସେ ଆସନ୍ତାକାଲି ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିବେ। ସେ କଟକ ଓ ଭୁବନେଶ୍ବରରେ ବିଭାଗୀୟ ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକରେ ଯୋଗ ଦେବେ।

 profile image

Updated

 ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାହୁଲ ନବୀନ

ଭୁବନେଶ୍ୱର: ତିନିଦିନିଆ ଓଡ଼ିଶା ଗସ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ନିର୍ଦ୍ଦେଶକ ରାହୁଲ ନବୀନ। ସେ ଆସନ୍ତାକାଲି ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିବେ। ସେ କଟକ ଓ ଭୁବନେଶ୍ବରରେ ବିଭାଗୀୟ ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକରେ ଯୋଗ ଦେବେ।

 ଏହାଛଡ଼ା ଆସନ୍ତା ୨୮ ତାରିଖରେ ପୁରୀ ଯାଇ ଇଡିର ନିର୍ଦ୍ଦେଶକ ରାହୁଲ ନବୀନଙ୍କର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଇଡିର ନିର୍ଦ୍ଦେଶକ ଏହାପରେ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ ବୋଲି ଜଣାଯାଇଛି।

 profile image

Updated

Advertisment

Join and get latest news updates delivered to you via social media

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od