Wednesday, February 19, 2025
Wednesday, February 19, 2025
Home ସମ୍ପାଦକୀୟ ଏଇ ଭାରତରେ

ଏଇ ଭାରତରେ

by
0 comment

ଟେକ୍ସଟାଇଲ ଶିଳ୍ପରୁ ବର୍ଜ୍ୟ କପଡ଼ା ସଂଗ୍ରହ କରି ସେଥିରୁ ଷ୍ଟେସ୍‌ନେରି ଉତ୍ପାଦ ପ୍ରସ୍ତୁତ କରୁଛନ୍ତି ସୁରଟର ରାଶି ଅଗ୍ରଓ୍ବାଲା। ସେ ବର୍ଜ୍ୟରୁ ଡାଏରି, ଜର୍ନାଲ, ପ୍ଲାନର, ସ୍କେଚ୍‌ବୁକ ଏବଂ କ୍ୟାଲେଣ୍ଡର ଆଦି ତିଆରି କରୁଛନ୍ତି। ଅଗ୍ରଓ୍ବାଲା ‘ରୋହାନି ରଙ୍ଗ’ ଷ୍ଟେସନେରି ବିଜ୍‌ନେସ ଆରମ୍ଭ କରିଛନ୍ତି ଓ ଉତ୍ପାଦଗୁଡ଼ିକୁ ବିକ୍ରି କରୁଛନ୍ତି। ସେ ଏଯାବତ୍‌ ୯୦୦୦ କେ.ଜି.ରୁ ଊର୍ଦ୍ଧ୍ୱ ବର୍ଜ୍ୟ କପଡ଼ାର ପୁନଃ ଉପଯୋଗ କରିସାରିଛନ୍ତି। ବର୍ଜ୍ୟ କପଡ଼ାରୁ ପ୍ରଥମେ ପେପର ତିଆରି କରାଯାଉଛି, ଯାହା ସମ୍ପୂର୍ଣ୍ଣ ରସାୟନ ମୁକ୍ତ। ଏହି ପେପରରୁ ତିଆରି ବିଭିନ୍ନ ଷ୍ଟେସନେରି ଉତ୍ପାଦଗୁଡ଼ିକ ଉପରେ ବିଭିନ୍ନ କଳାକୃତିକୁ ସ୍ଥାନିତ କରାଯାଉଛି। ଏବେ ସୁଦ୍ଧା ୧,୫୦୦ ରିମ୍‌ କାଗଜ ବ୍ୟବହାର କରି ୧୫,୦୦୦ରୁ ଅଧିକ ଉତ୍ପାଦ ପ୍ରସ୍ତୁତ କରାଯାଇଛି। ଏଥିପାଇଁ ଅଗ୍ରଓ୍ବାଲା ଜୟପୁର, ପୁଡୁଚେରୀ ଓ କଚ୍ଛରୁ ୫୦ରୁ ଅଧିକ କାରିଗରଙ୍କୁ ନିଯୁକ୍ତ କରିଛନ୍ତି। ସେ ପ୍ରଥମରୁ ୫,୦୦୦ ଟଙ୍କା ବିଜ୍‌ନେସରେ ନିବେଶ କରି ଡାଏରି ତିଆରି କରିଥିଲେ। ପରେ ଅନ୍ୟସବୁ ଉତ୍ପାଦ ବିଜ୍‌ନେସରେ ସାମିଲ କରିଚାଲିଛନ୍ତି। ସେ ବର୍ଜ୍ୟ କପଡ଼ାରୁ କାଗଜ ତିଆରି କରି ୧୦୦ଟି ବଡ଼ ଗଛ କାଟିବାକୁ ରୋକିପାରିଛନ୍ତି ଓ ପରିବେଶ ସୁରକ୍ଷା ପାଇଁ ଏହା ଉପାଦେୟ ସାବ୍ୟସ୍ତ ହୋଇପାରିଛି ବୋଲି କୁହନ୍ତି ଅଗ୍ରଓ୍ବାଲା।

ପ୍ଲାଷ୍ଟିକ୍‌ : ଏକ କ୍ଷୁଦ୍ର ପ୍ରବନ୍ଧ

ଶୈଳେନ୍ଦ୍ର ଦ୍ୱିବେଦୀ   ଆନ୍ତର୍ଜାତିକ ସ୍ତରରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ଏବଂ ତଜ୍ଜନିତ ପ୍ରଦୂଷଣ ରୋକିବା ପାଇଁ ବିଶ୍ୱସ୍ତରରେ ରାଜିନାମା କଥା ଗୁରୁତ୍ୱର ସହ ଚିନ୍ତା କରାଯାଉଥିବାବେଳେ…

ମନ୍ତ୍ରଶକ୍ତିର ପ୍ରଭାବ

ଡ. ଛାୟାକାନ୍ତ ଷଡ଼ଙ୍ଗୀ   ବୈଦିକ ଋଷିମାନଙ୍କୁ ମନ୍ତ୍ରଦ୍ରଷ୍ଟା କୁହାଯାଏ। ଦାର୍ଶନାର୍ଥକ ଦୃଶ୍‌ ଧାତୁରୁ ଦ’ କାର ଲୋପ ହୋଇ ଋଷି ଶବ୍ଦ ଗଠିତ। ନିରୁକ୍ତାଚାର୍ଯ୍ୟ…

ଆଇନରୁ ଆଭାସ

ସଂସଦର ପ୍ରାଥମିକ କାର୍ଯ୍ୟ ହେଉଛି ଆଇନ ଗଢ଼ିବା। କିଏ ଆଇନ ଗଢ଼ିବେ ଏବଂ ପାସ୍‌ କରିବେ ତାହା ବିଚାରକରି ଆମେ ଲୋକ ସଭାକୁ ପ୍ରାର୍ଥୀଙ୍କୁ ଚୟନକରୁ।…

କିମାଶ୍ଚର୍ଯ୍ୟମ

ମହାଭାରତର ଯକ୍ଷ ପ୍ରଶ୍ନ ‘କିମାଶ୍ଚର୍ଯ୍ୟମ?’ ର ଉତ୍ତରରେ ଯୁଧିଷ୍ଠିର କହିଥିଲେ, ପ୍ରତି ମୁହୂର୍ତ୍ତରେ ଲକ୍ଷ ଲକ୍ଷ ଜୀବ ମୃତ୍ୟୁବରଣ କରୁଥିଲେ ମଧ୍ୟ ଆମେ ଚିରଦିନ ବଞ୍ଚିବା…

ଆଷ୍ଟ୍ରାଜେନେକାର ସ୍ବୀକାର ଓ ଭାରତ

ଷ୍ଟ୍ରାଜେନେକା ହେଉଛି ଏକ ବ୍ରିଟେନ-ସୁଇଡେନ ମଲ୍‌ଟିନ୍ୟାଶନାଲ ଫାର୍ମାସ୍ୟୁଟିକାଲ ଆଣ୍ଡ ବାୟୋଟେକ୍ନୋଲୋଜି କମ୍ପାନୀ। ଏହି ଟିକାର ପାର୍ଶ୍ୱ ପ୍ରତିକ୍ରିୟା ରହିଥିବା କମ୍ପାନୀ ନିକଟରେ ବ୍ରିଟେନର ଏକ ଅଦାଲତରେ…

ଏଇ ଭାରତରେ

ଭାରତର ପ୍ରମୁଖ ସହରଗୁଡ଼ିକରେ ଥିବା କ୍ୟାନ୍‌ସର ହସ୍ପିଟାଲରେ ଚିକିତ୍ସାର ସୁବିଧା ରହିଥିଲେ ମଧ୍ୟ ପୀଡ଼ିତଙ୍କୁ ନେଇ ବାରମ୍ବାର ଯିବା ଓ ସେଠାରେ ରହି କେମୋଥେରାପି ନେବାରେ…

Dillip Cherian

ଶୂନ୍ୟତାର ସ୍ମାରକ

ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ମୋହନ ଯାଦବ ପ୍ରାଥମିକତାଭିତ୍ତିରେ କ’ଣ କରାଯିବ ତାହାର କୌଶଳ ଅର୍ଜନ କରିଛନ୍ତି। ଏହା ମଧ୍ୟ କହିବା ଉଚିତ ଯେ, ସେ ଯାହାକୁ ଅପ୍ରାସଙ୍ଗିକ…

ଜୀବନର ଲକ୍ଷ୍ୟ

ଗୁଜରାଟର ଏକ ଦମ୍ପତି ସେମାନଙ୍କ ଦୁଇଶହ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତିକୁ ରାସ୍ତାରେ ଯାଉଥିବା ସାଧାରଣ ଲୋକଙ୍କୁ ବାଣ୍ଟିଦେଇ ଜୈନଧର୍ମ ଅନୁଯାୟୀ ଅତ୍ୟନ୍ତ କଷ୍ଟସାଧ୍ୟ ସନ୍ନ୍ୟାସୀ…

Advertisement

ଧରିତ୍ରୀ କାର୍ଟୁନ

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od