Thursday, January 9, 2025
Thursday, January 9, 2025
Home Bharatiya Janata Party ଏହି ଦିନ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ

ଏହି ଦିନ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ

by
0 comment

ଏହି ଦିନ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୯: ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ରବିବାର ସୂଚନା ଦେଇଛନ୍ତି।
ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ।ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ।

ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ…

କୁମ୍ଭୀର ପାଇଁ ନଦୀକୂଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା,୨୯ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଦେବେନ୍ଦ୍ର ନାରାୟଣପୁର ଗ୍ରାମର ରଞ୍ଜିତ ମଣ୍ଡଳଙ୍କ ପୋଖରୀରେ ମଙ୍ଗଳବାର ଏକ ବଡ଼ କୁମ୍ଭୀର ପଶିଯାଇଥିଲା। ବନ…

ସଙ୍ଗଠନ ମଜଭୁତ କରିବାକୁ ନବୀନଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର, ୨୯। ୯(ଅନୀଲ ଦାସ): ନୟାଗଡ଼ ଜିଲା ସାଙ୍ଗଠନିକ କର୍ମକର୍ତ୍ତା ସମ୍ମିଳନୀ ଶନିବାର ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଜେଡି ସଭାପତି ତଥା…

ଜିଲା ଭାଜପା ସଭାପତିଙ୍କୁ କୋଣଠେସା: ହେଉଛି ଚର୍ଚ୍ଚା

ସମ୍ବଲପୁର, ୨୯। ୯(ଭବାନୀ ଶଙ୍କର ଭୋଇ): ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଏମ୍‌ପି ବୈଜୟନ୍ତ ପଣ୍ଡା ଶନିବାର ସମ୍ବଲପୁର ଗସ୍ତରେ ଆସି ସଦସ୍ୟତା ଅଭିଯାନରେ…

ସୋସିଆଲ ମିଡିଆ ବିବାଦୀୟ ପୋଷ୍ଟ ଘଟଣା: ପହଞ୍ଚିଲେ ରାପିଡ୍‌ ଆକ୍ସନ ଫୋର୍ସ

ଭଦ୍ରକ,୨୯ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ୪୮ ଘଣ୍ଟା ଇଣ୍ଟରନେଟ୍‌…

ସେପ୍ଟେମ୍ବର ସରିଲାଣି: ଆସିନି ଶୀତ, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳକୁ ଶୀତ ଆସିବାର ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଦିନକୁ ଦିନ ଜଳବାୟୁର ପରିବର୍ତ୍ତନର ପ୍ରଭାବରେ…

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ବିଭୂତି ଭୂଷଣ ପ୍ରଧାନ। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ଜିଲା…

ଭୋଟ ପରିଚୟପତ୍ର ସଂଶୋଧନ ପାଇଁ ଶିକ୍ଷକ ନେଲେ ହଜାରେ, ‘ଭୁଲ୍‌’ ପଚାରିବାରୁ ମହିଳାଙ୍କୁ ମାଡ଼

ମହାକାଳପଡ଼ା,୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହିଳାଙ୍କ ଭୋଟ ପରିଚୟପତ୍ର ସଂଶୋଧନ କରିବାକୁ ଜଣେ ଶିକ୍ଷକ ହଜାରେ ଟଙ୍କା ନେଇଥିଲେ। ଏହା ଠିକ୍‌ ଭାବେ ସଂଶୋଧନ ନ ହେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od