Friday, February 14, 2025
Friday, February 14, 2025
Home Latest ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

by
0 comment

ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ। ଭାରତକୁ ବିଶ୍ବଗୁରୁ କରିବା ପାଇଁ ଆମେ ସହାୟକ ହେବୁ। ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟବାସୀଙ୍କୁ  ଉଦବୋଧନ ଦେଇ ଏହା କହିଛନ୍ତି।

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଭାରତର ସ୍ବାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା ବୋଲି ସେ କହିଛନ୍ତି। ଓଡ଼ିଶାବାସୀ ଖୁବ୍ ସ୍ବାଭିମାନୀ। ଏହାର ଇତିହାସ ସାକ୍ଷୀ। ଆମ ସରକାର ଓଡ଼ିଆ ଅସ୍ମିତା ରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବ୍‌ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ।

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od