Monday, February 24, 2025
Home Ausman Bharat ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

by
0 comment

ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଆୟୁଷ୍ମାନ ଭାରତରେ ସାମିଲ୍ କରିଛନ୍ତି।

ଅମାନିଆଙ୍କୁ ସାବାଡ୍‌ କରିବ ପୋଲିସ, ପିନ୍ଧିବ ବଡି କ୍ୟାମେରା

ଭୁବନେଶ୍ୱର,୨୭ା୧୦: ଆକ୍ସନ ମୋଡ୍‌ରେ କମିଶନରେଟ୍‌ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ…

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର…

ଜେଜେଙ୍କ ଦ୍ୱାଦଶ କ୍ରିୟାରେ ନାଳରେ ବୁଡ଼ି ନାତି ନିଖୋଜ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ଭଦ୍ରକ,୨୭ା୧୦(ସନାତନ ରାଉତ): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ପଣ୍ଡାପାଟଣା ଗ୍ରାମର ରୁଦ୍ର ପଣ୍ଡା(୨୦) କଲଭର୍ଟ ନିକଟରେ ଥିବା ଏକ ନାଳରେ ଗାଧୋଉଥିଲାବେଳେ ଗୋଡ଼ ଖସିଯାଇଥିଲା।…

ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…

ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ।…

ବାତ୍ୟା‘ଦାନା’ ପ୍ରଭାବରେ ୧୦୮ ବ୍ଲକ ପ୍ରଭାବିତ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୭ା୧୦: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ ଜିଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ…

ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି।…

ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ 

ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ…

ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର,୨୭ା୧୦: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od