
ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ ବିମାନବନ୍ଦରରୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ
ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ…

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।…

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍…
ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ…

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା
ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି…

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ…

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ
ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ…

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’
ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ…

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର
କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ…