Posted inଜାତୀୟ
କଂଗ୍ରେସକୁ ବଡ଼ ଅଫର୍ ଦେଲେ ଅଖିଳେଶ: ସମାଧାନ ହୋଇଯିବ କଳି
ଲକ୍ଷ୍ନୌ,୨୩।୧୦: ଉତ୍ତରପ୍ରଦେଶରେ ବିଧାନସଭା ଉପ-ନିର୍ବାଚନରେ ଆସନ ବାଣ୍ଟିବା ନେଇ ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ଏପର୍ଯ୍ୟନ୍ତ ଏକମତ ହୋଇନାହିଁ। ଦୁଇ ଦଳ ମଧ୍ୟରେ କ୍ରମାଗତ କନ୍ଦଳ ଚର୍ଚ୍ଚା ମଧ୍ୟରେ ଏସପି ଏବଂ କଂଗ୍ରେସ ମଧ୍ୟରେ ଏକ ସହମତି ପ୍ରକାଶ ପାଇବାରେ ଲାଗିଛି। ଏସପି କଂଗ୍ରେସକୁ ଆଉ ଗୋଟିଏ ଆସନ ଦେଇଛି। କୁହାଯାଉଛି ଯେ, ରାଜ୍ୟରେ ଇଣ୍ଡିଆ ଆଲାଇନ୍ସ ଅଧୀନରେ କଂଗ୍ରେସ ତିନିଟି ଆସନରେ ନିର୍ବାଚନ ଲଢିବ।
ବିସ୍ଫୋରଣରେ ଥରି ଉଠିଲା ରାଜଧାନୀ, ଜଣେ ମୃତ ୩ ଗୁରୁତର
ନୂଆଦିଲ୍ଲୀ,୨୩।୧୦: ସକାଳୁ ସକାଳୁ ଏକ ବିସ୍ଫୋରଣ ରାଜଧାନୀ ଦିଲ୍ଲୀକୁ ଥରାଇ ଦେଇଛି। ବୁଧବାର ସକାଳେ ଦିଲ୍ଲୀର ବସନ୍ତ କୁଞ୍ଜରେ ଏକ ଘରେ ହଠାତ୍ ବିସ୍ଫୋରଣ ଘଟିଥିଲା।…
୫ ବର୍ଷ ପରେ ମହାଁମୁହିଁ ହେବେ ମୋଦି-ଜିନ୍ପିଙ୍ଗ: ଦେଖିବ ସାରା ବିଶ୍ୱ
ନୂଆଦିଲ୍ଲୀ,୨୩।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ ରୁଷର କଜାନରେ ଆୟୋଜିତ ହେଉଛି। ଏହାହା ୨୨ ଅକ୍ଟୋବରରୁ ଆରମ୍ଭ ହୋଇ ୨୪ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ। ଆଜି ଏକ…
ଲଗାତର ବୋମା ଧମକ: ଆଉ ୫ ସ୍କୁଲ, ୭୯ ବିମାନକୁ ବିସ୍ଫୋରଣରେ ଉଡ଼ାଇବାକୁ ହୋକ୍ସ କଲ୍
ନୂଆଦିଲ୍ଲୀ/ବେଙ୍ଗାଲୁରୁ,୨୩ା୧୦:ସପ୍ତାହେ ମଧ୍ୟରେ ଭାରତୀୟ ଏୟାରଲାଇନ୍ସର ୧୬୦ରୁ ଊର୍ଦ୍ଧ୍ୱ ବିମାନକୁ ବୋମା ଧମକ ମିିଳିବା ସରକାରଙ୍କୁ ଚିନ୍ତାରେ ପକାଇଥିବାବେଳେ ଏବେ ବିଭିନ୍ନ ସ୍କୁଲକୁ ଉଡ଼ାଇଦେବା ପାଇଁ ଇ-ମେଲ୍…
ଜେଲରୁ ମୁକୁଳି ୨୧ ଥର ‘ଭାରତ ମାତା କୀ ଜୟ’
ଭୋପାଳ, ୨୩।୧୦: ଭାରତରେ ରହି ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିବା ଫୈଜଲ ନାମକ ଜଣେ ଯୁବକ ମଙ୍ଗଳବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋପାଳର ମିସ୍ରୌଦ…
ଅଧ୍ୟକ୍ଷଙ୍କୁ ଭଙ୍ଗା ବୋତଲ ଫିଙ୍ଗି କଲ୍ୟାଣ ବାନାର୍ଜୀ ନିଲମ୍ବିତ
ନୂଆଦିଲ୍ଲୀ,୨୩ା୧୦: ଓ୍ବକଫ୍ (ସଂଶୋଧନ) ବିଲ୍ ଉପରେ ଆଲୋଚନା ପାଇଁ ମଙ୍ଗଳବାର ସଂସଦୀୟ କମିଟି ବୈଠକ ବସିିଥିବାବେଳେ ଟିଏମ୍ସି ଏମ୍ପି କଲ୍ୟାଣ ବାନାର୍ଜୀ ଏକ ଗ୍ଲାସ୍ ବୋତଲ…
ଡଲାର, ଏସ୍ଡବ୍ଲ୍ୟୁଆଇଏଫ୍ଟିରୁ ନିର୍ଭରଶୀଳତା ହ୍ରାସ ଲକ୍ଷ୍ୟ
କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ମଙ୍ଗଳବାରଠାରୁ ୩ ଦିନିଆ ବ୍ରିକ୍ସ ସମ୍ମିଳନୀ ଆରମ୍ଭ ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଉକ୍ତ ସମିଟ୍ର ଆୟୋଜନ କରୁଥିବାବେଳେ…
ଜେଲ ଗଲେ ‘ବିଚାରପତି’:ଜାଣନ୍ତୁ କାହିଁକି
ଅହମଦାବାଦ, ୨୩।୧୦:ଗୁଜରାଟର ଗାନ୍ଧୀନଗରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷ ଧରି ନକଲି ଅଦାଲତ ଚଳାଉଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ମଙ୍ଗଳବାର ଗିରଫ…
ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି
ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ…