Posted inଆମ ଜିଲା ଖବର, ପୁରୀ, ରାଜନୀତି, ରାଜ୍ୟ
କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ଓ ମୁହଁରେ ଆଘାତ ସୂଚନା ମିଳିଛି। ଆକ୍ରମଣ ସଂପର୍କରେ କୁମ୍ଭାରପଡ଼ା ଥାନାରେ ଏତଲା ଦେଇଛନ୍ତି ଉମା।
ସୂଚନାଯୋଗ୍ୟ,ରବିବାର କଂଗ୍ରେସ ସୁଜିତ ମହାପାତ୍ରଙ୍କ ଜାଗାରେ ଉମାଙ୍କୁ ପ୍ରାର୍ଥୀ କରିଥିଲା।
Posted inଆମ ଜିଲା ଖବର, ପୁରୀ, ରାଜନୀତି, ରାଜ୍ୟ View All
Posted inଆମ ଜିଲା ଖବର, ପୁରୀ, ରାଜନୀତି, ରାଜ୍ୟ View All

ପାହାଡ଼ରୁ ଖସିଲା ପଥର: ମାଲ୍ବାହୀ ଟ୍ରେନ୍ ଲାଇନଚ୍ୟୁତ
କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍ ଇଞ୍ଜିନ ଲାଇନଚ୍ୟୁତ…

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ
ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।…

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ
କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ…

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ
ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ…

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ
ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ…

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ
ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ…

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର
ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି…

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି
ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ…