Sunday, February 23, 2025
Home Home କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

by
0 comment

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ ଦୁଇଟା ପରେ ପରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଚାଉଳିଆଗଞ୍ଜ, ବକ୍ସିବଜାରର ତିନୋଟି ଦମକଳ ବାହିନୀ ପ୍ରାୟ ତିନି ଘଣ୍ଟା ପରିଶ୍ରମ କରି ନିଆଁକୁ ଆୟତ କରି ପାରିଛନ୍ତି l ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନାହାନ୍ତି। କଣ୍ଟେନର ଗୁଡିକ ମଧ୍ୟରୁ ଶ୍ରମିକମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ପାରିଛି l ଅଗ୍ନିକାଣ୍ଡର ନିର୍ଦ୍ଦିଷ୍ଟ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ। ଅଗ୍ନିଶମ ବିଭାଗ ପକ୍ଷରୁ କରା ଯାଇଥିବା ଆକଳନ ଅନୁଯାୟୀ, ପ୍ରାୟ ଚାରିଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଚାଉଳିଆଗଞ୍ଜ ଅଗ୍ନିଶମ ଅଧିକାରୀ ବିକାଶ କୁମାର ସାହୁ ସୂଚନା ଦେଇଛନ୍ତି l

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ…

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।…

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି…

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା…

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od