Thursday, January 9, 2025
Thursday, January 9, 2025
Home Home କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

by
0 comment

କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୯।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ କେନ୍ଦ୍ର କ୍ୟାବିନେଟ୍ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାଜପା ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବେ ଏବଂ କିଏ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ତର୍ଜମା କରିବେ।

‘ବିଜେଡିର ୨୫ ବିଧାୟକ ଯୋଗାଯୋଗରେ ଅଛନ୍ତି’

ଖୋର୍ଦ୍ଧା/କଟକ,୯ା୬(ପ୍ରଭାତ ପାଣିଗ୍ରାହୀ/ଶିଳ୍ପା ପ୍ରିୟଦର୍ଶିନୀ):ଇଭିଏମ୍‌ ଭଙ୍ଗାରୁଜା ମାମଲାରେ ଅନ୍ତରୀଣ ଜାମିନ ପାଇବା ପରେ ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ରବିବାର ଜେଲରୁ ମୁକୁଳିଛନ୍ତି। ଏହାପରେ…

ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଲେ ଓଡ଼ିଶାର ୩ ଏମ୍‌ପି: ଜାଣନ୍ତୁ କିଏ କିଏ…

ନୂଆଦିଲ୍ଲୀ,୯।୬: ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ…

ଆଗକୁ୍‌ କ’ଣ କରିବେ ପାଣ୍ଡିଆନ୍‌ ? ଖୋଲାଖୋଲି କହିଦେଲେ ନିଜ ମନର କଥା

ଭୁବନେଶ୍ୱର,୯।୬: ବିଜେଡିର ଶୋଚନୀୟ ପରାଜୟ ପରେ ଆଜି ଏକ ଭିଡିଓ ଜାରି କରି ରାଜନୀତିରୁ ଅବସର ଘୋଷଣା କରିଛନ୍ତି କାତ୍ତିକ। ରାଜନୀତି ଛାଡି ସହ ଦଳୀୟ…

କ’ଣ ପାଇଁ ରାଜନୀତି ଛାଡିଲେ ପାଣ୍ଡିଆନ୍‌: ନିଜେ କଲେ ଖୁଲାସା

ଭୁବନେଶ୍ୱର,୯।୬: ଗତ ନିର୍ବାଚନରେ ବିଜେଡିର ମଙ୍ଗ ଧରିଥିବା କାତ୍ତିକ ପାଣ୍ଡିଆନ ଶେଷରେ ରାଜନୀତିରୁ ଅବସର ନେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ ରାଜନୀତି ଛାଡୁଥିବା କଥା…

ଭୁବନେଶ୍ୱରରେ ରୋଡ ଶୋ’ କରି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହକୁ ଯିବେ ମୋଦି

ଭୁବନେଶ୍ୱର,୯ା୬: ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିରେ ଯୋଗ ଦେବା ପୂର୍ବରୁ ସେ ୧୨ ତାରିଖ…

ପୁଣି ଆଇଏଏସ ପଦବୀକୁ ଫେରିବେ କି ପାଣ୍ଡିଆନ, ଜାଣନ୍ତୁ ନିୟମରେ କ’ଣ ରହିଛି…

ଭୁବନେଶ୍ୱର,୮।୬: ଦେଶର ଅନେକ ଲୋକ IAS ଅଧିକାରୀ ହେବାର ସୱପ୍ନ ଦେଖିଥା’ନ୍ତି, କିନ୍ତୁ ଖୁବ କମ ଏହି ସ୍ବପ୍ନକୁ ପୂରଣ କରିବାରେ ସକ୍ଷମ ହୁଅନ୍ତି। ସିଭିଲ…

ହାତଯୋଡ଼ି ବିଜୁ ପରିବାରକୁ କ୍ଷମା ମାଗିଲେ ପାଣ୍ଡିଆନ

ଭୁବନେଶ୍ୱର,୯ା୬: କାର୍ତ୍ତିକ ପାଣ୍ଡିଆନ ରବିବାର ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଭିଡିଓ ବାର୍ତ୍ତା ଜରିଆରେ ସେ ରାଜନୀତି ଛାଡ଼ିଥିବା ଘୋଷଣା କରିଛନ୍ତି। ଏହି ଭିଡିଓରେ…

ରାଜନୀତିରୁ ଅବସର ଘୋଷଣା କଲେ ପାଣ୍ଡିଆନ

ଭୁବନେଶ୍ୱର,୯।୬: ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ରବିବାର ଭିଡିଓ ବାର୍ତ୍ତ ଜାରି କରି ସକ୍ରିୟ ରାଜନୀତିରୁ ଅବସର ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od