Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ
ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା ଦେବାରେ ବିଳମ୍ବ କରିବାରୁ ଶୁକ୍ରବାର ରାତିରେ ମଦ୍ୟପ ପୁଅ ମା’ଙ୍କୁ ପଟିପିଟି ହତ୍ୟା କରିଥିବା ଜଣାପଡିଛି। ମୃତ ମହିଳା ଜଣକ ହେଲେ ଈଶ୍ୱର ଚନ୍ଦ୍ର ନାଏକଙ୍କ ସ୍ତ୍ରୀ ଗୌରୀ ନାଏକ। ଖବର ପାଇ ଶନିବାର ତୁରୁମୁଙ୍ଗା ପୋଲିସ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ଜବତ କରିଛି। ପୋଲିସ ଅଭିଯୁକ୍ତ ପୁଅ ସୁରେନ୍ଦ୍ର ନାଏକଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରୁଛି।
Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ View All
Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ View All

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ
ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା…

ଟିକେଟ୍ କଟିବା ପରେ ବିଧାୟକ ବିଜୟ ଶଙ୍କରଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର,୪ା୫(ଅନିଲଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ବିଭିନ୍ନ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। କୁଳମଣି ସାମଲଙ୍କୁ ବିଜୁ ଜନତା ଜଳର…

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍
ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍ମାନେ ମତଦାନ କେନ୍ଦ୍ରରେ ପହଞ୍ଚି…

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ
କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…
ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ…

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!
ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା…

ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା
ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା…

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ
ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ…