Sunday, February 23, 2025
Home Home Left ଜିଲା ପାଇଁ ଗୌରବ ଆଣିଲେ ଛାତ୍ର ପ୍ରୟାଗରାଜ

ଜିଲା ପାଇଁ ଗୌରବ ଆଣିଲେ ଛାତ୍ର ପ୍ରୟାଗରାଜ

by
0 comment

କୋକସରା,୧୩ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଟାଟା ଷ୍ଟିଲ (ୟାଟ୍ସ) ପକ୍ଷରୁ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ଭାଗ ନେଇଥିବା ୬୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ କଳାହାଣ୍ଡି ଜିଲା କୋକସରା ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ପ୍ରୟାଗରାଜ ପଣ୍ଡା ରାଜ୍ୟସ୍ତରରେ କୃତିତ୍ୱ ଅର୍ଜନ କରିଛନ୍ତି। ଗ୍ରାଣ୍ଡ ଫାଇନାଲରେ କଳାହାଣ୍ଡି ଜିଲା ପାଇଁ ସେ ଜଣେ ମାତ୍ର ଛାତ୍ର ଭାବେ ମନୋନୀତ ହୋଇ ଜିଲା ପାଇଁ ଗୌରବ ଆଣିଛନ୍ତି। ଶୁକ୍ରବାର ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନୋଟାରିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାତରୁ ମାନପତ୍ର ସହ ଟ୍ରଫି ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଟାଟା ଷ୍ଟିଲର ଅଧିକାରୀ ଓ ପ୍ଲାନେଟୋରିୟମର ଅଧିକାରୀ ଉପସ୍ଥିତ ଥିଲେ। ଗମ୍ଭାରୀଗୁଡା ପଞ୍ଚାୟତ ଓଲମା ଗ୍ରାମର ଆଶିଷ କୁମାର ପଣ୍ଡାଙ୍କ ପୁଅ ହେଉଛନ୍ତି ପ୍ରୟାଗରାଜ।

ଇସ୍ରୋ ଯିବେ ବିକାଶ ଛାତ୍ର ପ୍ରଜ୍ଞାନ କର

ବରଗଡ଼,୧୩।୧୨(ପ୍ରେମାନନ୍ଦ ଖମାରୀ): ସାରା ଓଡ଼ିଶାରୁ ୮୦ହଜାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ପ୍ରଜ୍ଞାନ କର ଯୁବ ଜ୍ୟୋତିର୍ବିଜ୍ଞାନୀ ଭାବେ…

ଚକ୍‌ ଫାଟି ଟ୍ରକ୍‌ରେ ଲାଗିଲା ନିଆଁ

କୋକସରା,୧୩ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଷ୍ଟେଟବ୍ୟାଙ୍କ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମାଲବୋଝେଇ ଟ୍ରକ୍‌ର…

ଗଣବଳାତ୍କାର ମାମଲା, ୨ ଅଭିଯୁକ୍ତଙ୍କୁ ଆଜୀବନ

ବ୍ରହ୍ମପୁର,୧୩ା୧୨ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସ୍ବତନ୍ତ୍ର ପୋକସୋ ଜଜ ପ୍ରଣତି ପଟ୍ଟନାୟକ ୨୦୨୧ରେ ଗୋଳନ୍ଥରା ଥାନା ଅଞ୍ଚଳରେ ଏକ ନାବାଳିକା ଗଣବଳାତ୍କାର ମାମମଲାର ଚୁଡାନ୍ତ…

ବିଡିଓଙ୍କୁ ଶୁଭେଚ୍ଛା ଜଣାଇବାକୁ ପହଞ୍ଚିଲେ….

କୋକସରା,୧୩।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ନୂତନ ଭାବେ ଯୋଗଦେଇଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଡିଓ ଡ଼. ହିମାଞ୍ଚଳ ମାଝୀଙ୍କୁ ଶୁକ୍ରବାର କୋକସରା…

୧୪ ବଦଳରେ ୧୬ରେ ହେବ ବିଦ୍ୟୁତ୍‌ କାଟ୍‌

ବରଗଡ଼,୧୩।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ(ଓପିଟିସିଏଲ୍‌) ପକ୍ଷରୁ ଆସନ୍ତା ୧୪ ତାରିଖରେ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ ସବ୍‌ଷ୍ଟେଶନର ବାର୍ଷିକ ରକ୍ଷଣାବେକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od