
ଜର୍ଜଟାଉନ,୨୬ା୬: ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମ, ଗୁଏନାରେ ଗୁରୁବାର ଖେଳାଯାଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍ ସେମିଫାଇନାଲ ମ୍ୟାଚ୍ରେ ଇଂଲଣ୍ଡ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ପ୍ରଥମ ବ୍ୟାଟିଂ କରି ନିଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୭୧ ରନ୍ କରିଛି। ଫଳରେ ଇଂଲଣ୍ଡ ଆଗରେ ୧୭୨ ରନ୍ର ବିଜୟ ଟାର୍ଗେଟ ରଖିଛି ଭାରତ।
ଅନ୍ୟପକ୍ଷେ ଭାରତ ସେମିଫାଇନାଲରେ ଇଂଲଣ୍ଡକୁ ହରାଇ ୨୦୨୨ ଟି୨୦ ବିଶ୍ୱକପର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ ଭାରତ। ୨୦୨୨ରେ ଅନୁଷ୍ଠିତ ଗତ ବିଶ୍ୱକପ ସେମିଫାଇନାଲରେ ଭାରତକୁ ହରାଇ ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଥିଲା ଏବଂ ଚାମ୍ପିୟନ ହୋଇଥିଲା।

ବିରାଟଙ୍କ ସହ ପ୍ରଥମ ଥର ହେଲା ଏମିତି, ଭାଙ୍ଗିଲେ କୋଟି କୋଟି ପ୍ରଶଂସକଙ୍କ ହୃଦୟ
ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ ୨୦୨୪ର ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଇଂଲଣ୍ଡ ସହ ମୁହାଁମୁହିଁ ହୋଇଛନ୍ତି। ଗୁଏନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଇଂଲଣ୍ଡ…

ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରିବାକୁ ମଇଦାନକୁ ଓହ୍ଲାଇଲା ଭାରତ
ଜର୍ଜଟାଉନ,୨୬ା୬: ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମ, ଗୁଏନାରେ ଗୁରୁବାର ଖେଳାଯାଉଥିବା ଟି୨୦ କ୍ରିକେଟ ବିଶ୍ୱକପ ସେମିଫାଇନାଲ ମ୍ୟାଚ୍ରେ ଇଂଲଣ୍ଡ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।…

ପ୍ରତିଶୋଧ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ରୋହିତ ବିଗ୍ରେଡ୍
ଜର୍ଜଟାଉନ୍,୨୬ା୬: ଟି୨୦ କ୍ରିକେଟ ବିଶ୍ୱକପ୍ର ସେମିଫାଇନାଲରେ ପରସ୍ପରକୁ ଭେଟିବେ ଭାରତ ଓ ଇଂଲଣ୍ଡ। ଗୁଏନାରେ ଖେଳାଯିବାକୁ ଥିବା ସେମିଫାଇନାଲରେ ଇଂଲଣ୍ଡକୁ ହରାଇ ୨୦୨୨ ଟି୨୦ ବିଶ୍ୱକପ୍ର…

ସେମିଫାଇନାଲ ନ ଖେଳି ବିଶ୍ୱକପ୍ ଫାଇନାଲ୍ ଯିବ ଭାରତ: କାହିଁକି ଏମିତି କହିଲେ ଇଂଲଣ୍ଡର ପୂର୍ବତନ ଅଧିନାୟକ
ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ୍ ୨୦୨୪ ଆଜି ସେମିଫାଇନାଲରେ ଭାରତ ଏବଂ ଇଂଲଣ୍ଡର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ମ୍ୟାଚ ଭାରତୀୟ ସମୟ ରାତି…

ଭାରତ-ଇଂଲଣ୍ଡ ମଧ୍ୟରେ ଖେଳା ଯିବାକୁ ଥିବା ସେମିଫାଇନାଲରେ କାହିଁକି ନାହିଁ ରିଜର୍ଭ-ଡେ, କାରଣ କହିଲା ଆଇସିସି
ନୂଆଦିଲ୍ଲୀ,୨୭।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ସେମିଫାଇନାଲ ଉପରେ ସମସ୍ତଙ୍କ ନଜର ରହିଛି। ଏହି ମ୍ୟାଚ ଜିତିଥିବା ଦଳ ଟି -୨୦…

ପାକିସ୍ତାନକୁ ପାନେ ଦେଲା ଭାରତ
ନୂଆଦିଲ୍ଲୀ,୨୭।୬: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ନିନ୍ଦା କରିଛି। ମିଳିତ ଜାତିସଂଘର ଏକ ଅଧିବେଶନରେ ପାକିସ୍ତାନ ଜମ୍ମୁ କଶ୍ମୀର ପ୍ରସଙ୍ଗ ଉଠାଇଥିଲା। ଜମ୍ମୁ-କଶ୍ମୀର…

ପାକିସ୍ତାନର ପୂର୍ବତନ ଅଧିନାୟକଙ୍କୁ ମୁହଁତୋଡ ଜବାବ ଦେଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୨୭।୬: ଟି -୨୦ ବିଶ୍ୱକପ ୨୦୨୪ରେ ଭାରତୀୟ ଦଳ ବହୁତ ଭଲ ପ୍ରଦର୍ଶନ କରୁଛି। ଭାରତୀୟ ଦଳ ଆଜି ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ସେମିଫାଇନାଲ ମ୍ୟାଚ…

ହାରିବା ସତ୍ତ୍ୱେ ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲା ଆଫଗାନିସ୍ତାନ
ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲ ମ୍ୟାଚରେ ଆଫଗାନିସ୍ତାନକୁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକା ରଶିଦ ଖାନଙ୍କ ଅଧିନାୟକ ଆଫଗାନିସ୍ତାନ ଦଳକୁ ୯…