Posted inଜାତୀୟ
ଟେକା ମାଡ଼ରେ ଅନୀଲ ଦେଶମୁଖଙ୍କ ମୁଣ୍ଡ ଫାଟିଲା
![](https://www.dharitri.com/wp-content/uploads/2024/11/WhatsApp-Image-2024-11-18-at-11.35.05-PM.jpeg)
ମୁମ୍ବାଇ, ୧୮।୧୧: ମହାରାଷ୍ଟ୍ରର ପୂର୍ବତନ ଗୃହ ମନ୍ତ୍ରୀ ତଥା ଏନ୍ସିପି(ଏସ୍ପି) ନେତା ଅନୀଲ ଦେଶମୁଖଙ୍କ କାର୍କୁ ସୋମବାର କାଟୋଲରେ ଟେକା ମାଡ଼ ହୋଇଛି। ଏଥିରେ ଅନୀଲ ଆହତ ହୋଇଛନ୍ତି। ଆଘାତ ଯୋଗୁ ତାଙ୍କ ମୁଣ୍ଡରୁ ରକ୍ତସ୍ରାବ ହୋଇଥିଲା। ତାଙ୍କୁ କାଟୋଲସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ତାଙ୍କ ପୁଅ ସଲୀଲ ଦେଶମୁଖଙ୍କ ପାଇଁ ନିର୍ବାଚନ ପ୍ରଚାର କରି ଫେରୁଥିବାବେଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଜଣାପଡ଼ିଛି। ମୁମ୍ବାଇ ପୋଲିସ ତଦନ୍ତ ଜାରି ରଖିଛି।
![](https://www.dharitri.com/wp-content/uploads/2024/11/76-7.jpg)
କୃଷକ ନେତାଙ୍କ ବଡ଼ ନିଷ୍ପତ୍ତି: ୬ରେ ଦିଲ୍ଲୀ ଅଭିଯାନ
ଚଣ୍ଡିଗଡ଼,୧୮ା୧୧: ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି)ର ଆଇନଗତ ଗ୍ୟାରେଣ୍ଟି ଏବଂ ଅନ୍ୟାନ୍ୟ ଦାବିକୁ ଗ୍ରହଣ କରିବା ପାଇଁ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବା…
![](https://www.dharitri.com/wp-content/uploads/2024/11/2-23.jpg)
ନୂଆ ସିଏଜି ହେଲେ କେ. ସଞ୍ଜୟ ମୂର୍ତ୍ତି: ସରିଲା ଗିରୀଶ ଚନ୍ଦ୍ର ମୁର୍ମୁଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ,୧୮।୧୧: ୧୯୮୯ ବ୍ୟାଚର ଆନ୍ଧ୍ର ପ୍ରଦେଶ କ୍ୟାଡର ଆଇଏଏସ୍ ସଞ୍ଜୟ ମୂର୍ତ୍ତିଙ୍କୁ ପରବର୍ତ୍ତୀ ଭାରତର କମ୍ପଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ (ସିଏଜି) ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି…
![](https://www.dharitri.com/wp-content/uploads/2024/11/xc-7.jpg)
୨ ଘଣ୍ଟା ପିଛା କରି ପାକିସ୍ତାନ ଜାହାଜରୁ ମତ୍ସ୍ୟଜୀବୀଙ୍କୁ ଝାମ୍ପି ଆଣିଲେ ଭାରତୀୟ କୋଷ୍ଟ ଗାର୍ଡ
ନୂଆଦିଲ୍ଲୀ ,୧୮ା୧୧:ଭାରତ-ପାକିସ୍ତାନ ସାମୁଦ୍ରିକ ସୀମାରୁ ୭ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ପାକିସ୍ତାନୀ ପାଟ୍ରୋଲ ଜାହାଜ ରବିବାର ଧରିନେଉଥିଲା। ଖବର ପାଇ ଭାରତୀୟ ତଟ ସୁରକ୍ଷା ବାହିନୀ…
![](https://www.dharitri.com/wp-content/uploads/2024/11/sd-3.jpg)
ବେଆଇନ ଗଛକଟା: ଶୁଣାଣିରୁ ଓହରିଲେ ପ୍ରଧାନ ବିଚାରପତି
ନୂଆଦିଲ୍ଲୀ ,୧୮ା୧୧(ପି.ଟି.):ଦିଲ୍ଲୀ ରିଜ୍ ଅଞ୍ଚଳରୁ ବେଆଇନ ଭାବେ ଅନେକ ଶହ ଗଛ କଟାଯାଇଥିବା ଅଭିଯୋଗ ଉପରେ ଏକାଧିକ ପିଟିଶନ୍ର ଶୁଣାଣିରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)…
![](https://www.dharitri.com/wp-content/uploads/2024/11/3-16.jpg)
ବିବାହ ପରେ ବଦଳିଗଲା ଲୁକ୍: ଟ୍ରୋଲ୍ ହେଲେ ସ୍ଵରା ଭାସ୍କର
ନୂଆଦିଲ୍ଲୀ,୧୮।୧୧: ବିବାହ ପରେ ବଦଳି ଯାଇଛି ବଲିଉଡ ସୁନ୍ଦରୀ ସ୍ଵରା ଭାସ୍କରଙ୍କ ଲୁକ୍। ୩୬ ବର୍ଷୀୟ ଅଭିନେତ୍ରୀଙ୍କ ଜୀବନରେ ଆସିଛି ବଡ ପରିବର୍ତନ। ଯେ କେହି…
![](https://www.dharitri.com/wp-content/uploads/2024/11/vc-3.jpg)
ଆମେରିକାରେ ଧରାପଡ଼ିଲେ ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲ
କାଲିଫର୍ନିଆ,୧୮।୧୧: ଆମେରିକାର କାଲିଫର୍ନିଆରେ ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲଙ୍କୁ କାବୁ କରାଯାଇଛି। ଗତ ମାସରେ ଭାରତ ସରକାର ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି…
![](https://www.dharitri.com/wp-content/uploads/2024/11/vb-5.jpg)
ମୋଦିଙ୍କ ପରେ ‘ସାବରମତି ରିପୋର୍ଟ’କୁ ପ୍ରଶଂସା କଲେ ଅମିତ ଶାହା
ନୂଆଦିଲ୍ଳୀ,୧୮।୧୧: ବିକ୍ରାନ୍ତ ମାସେଙ୍କ ଫିଲ୍ମ ‘ସାବରମତି ରିପୋର୍ଟ’ ରିଲିଜ ହେବା ପୂର୍ବରୁ ବିବାଦ ଲାଗି ରହିଛି। ୨୦୦୨ ଗୋଧ୍ରା ଘଟଣାରେ ନିର୍ମିତ ଫିଲ୍ମ ବିଷୟରେ ଦର୍ଶକଙ୍କୁ…
![](https://www.dharitri.com/wp-content/uploads/2024/11/vb-4.jpg)
ମୁଁ ମୁଖ୍ୟମନ୍ତ୍ରୀ ରେସ୍ରେ ନାହିଁ: କାହିଁକି ଏମିତି କହିଲେ ଏକନାଥ ଶିନ୍ଦେ
ପୁଣେ,୧୮।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ମଧ୍ୟରେ ଶିବସେନା ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ମୁଁ ମହାରାଷ୍ଟ୍ର…