Saturday, January 11, 2025
Home ଆମ ଓଡ଼ିଶା ନଦୀ ମଝିରେ ଅନ୍‌ଲାଇନ ଖେଳ

ନଦୀ ମଝିରେ ଅନ୍‌ଲାଇନ ଖେଳ

by
0 comment

ନୂଆଦିଲ୍ଲୀ: ମହିଳା ଏସିଆ କପ୍ କ୍ରିକେଟରେ ଭାରତକୁ ହରାଇ ଶ୍ରୀଲଙ୍କା ଚାମ୍ପିଅନ, ଫାଇନାଲ ମ୍ୟାଚରେ ଭାରତକୁ ୮ ଓ୍ବିକେଟରେ ହରାଇଲା ଶ୍ରୀଲଙ୍କା ମହିଳା ଦଳ // ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତକୁ ମିଳିଲା ପ୍ରଥମ ପଦକ, ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ବ୍ରୋଞ୍ଜ୍ ପଦକ ଜିତିଲେ ମନୁ ଭାକର // ହୀରାକୁଦରେ ଖୋଲିଲା ୨୦ଟି ଗେଟ୍‌, ଆଜି ୩ଟି ପର୍ଯ୍ୟାୟରେ ୨୦ଟି ଗେଟ୍‌ ଖୋଲିଲା // ଆଇଏଏସ୍‌ ଶାଶ୍ଵତ ମିଶ୍ରଙ୍କୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଦାୟିତ୍ଵ. ଏଥିସହ ଶକ୍ତି ବିଭାଗ ପ୍ରମୁଖ ସଚିବ ଏବଂ ଓଏସଏସଏସସି ଅଧ୍ୟକ୍ଷ ଅତିରିକ୍ତ ଦାୟିତ୍ଵ // ହୀରାକୁଦ ଛାଡିଲା ବନ୍ୟାଜଳ, ୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ // ମହାନଦୀ ଭିତରକୁ ନ ଯିବା ପାଇଁ ୭ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ କମିଶନର // ସମ୍ବଲପୁର, ସୋନପୁର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି // ଜୁଲାଇ ୨୯ ତାରିଖ ସକାଳ ୮ଟା ସୁଦ୍ଧା ଖଇରମାଳ ଠାରେ ୪.୫୦ ଲକ୍ଷ କ୍ୟୁସେକ୍ ଏବଂ ଜୁଲାଇ ୩୦ ତାରିଖ ପୂର୍ବାହ୍ନ ୧୧ଟା ସୁଦ୍ଧା ମୁଣ୍ଡଳି ଦେଇ ୫ ଲକ୍ଷ କ୍ୟୁସେକ୍ ଜଳ ନିଷ୍କାସିତ ହେବ // ୯ଟି ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ // ଛତିଶଗଡ, ରାଜସ୍ଥାନ, ତେଲେଙ୍ଗାନା, ସିକ୍କିମ, ଝାଡଖଣ୍ଡ, ମେଘାଳୟ, ମହାରାଷ୍ଟ୍ର, ପଞ୍ଜାବ ଓ ଚଣ୍ଡିଗଡ ଏବଂ ଆସାମର ନୂଆ ରାଜ୍ୟପାଳ ନିଯୁକ୍ତ // ମଣିପୁର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ଆସାମ ରାଜ୍ୟପାଳ // ପଞ୍ଜାବ ରାଜ୍ୟପାଳ ବନଓ୍ବାରିଲାଲ ପୁରୋହିତଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଷ୍ଟ୍ରପତି // ପ୍ରବଳ ବର୍ଷା ଯୋଗୁ ଦିଲ୍ଲୀର ଏକ କୋଚିଂ ସେଣ୍ଟରରେ ପାଣି ପଶିଯିବା ଫଳରେ ୩ ଛାତ୍ର ମୃତ // ରେଢ଼ାଖୋଲ ପାଣ୍ଡିରିଶିଳା ଗାଁରେ ଅଭାବନୀୟ ଘଟଣା, ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା // ଲଘୁଚାପ କ୍ଷେତ୍ର ସୃଷ୍ଟି ଯୋଗୁ ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ବରଗଡ଼ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି // ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୧୬.୯୩ ଫୁଟ୍‌, ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୩ ଲକ୍ଷ ୧୬ ହଜାର ୬୦୦ ଘନଫୁଟ୍‌ ଓ ନିଷ୍କାସିତ ହେଉଛି ୪୦ ହଜାର ୧୨୬ ଘନଫୁଟ୍‌ ଜଳ //

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od