Posted inଆମ ଜିଲା ଖବର, ବରଗଡ଼
ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଉପଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଉପଜିଲାପାଳ କୁମାର ନାଗଭୂଷଣଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।
Posted inଆମ ଜିଲା ଖବର, ବରଗଡ଼ View All
Posted inଆମ ଜିଲା ଖବର, ବରଗଡ଼ View All

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ
ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ…

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ
ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି…

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା
ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ…

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍ ଚକା
ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍ ଚକା ଜଣେ…

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ
କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ…

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର
ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା…

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ
ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ…

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା
ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍ଚାର୍ଜ ଦିଲୀପ ପାତ୍ରଙ୍କୁ…