Posted inଆମ ଜିଲା ଖବର, କେନ୍ଦୁଝର
ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା
କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ସମସ୍ୟା ଏବଂ ମୋଦି ସରକାରଙ୍କ ଜନକଲ୍ୟାଣ କାର୍ଯ୍ୟକ୍ରମ ତଥା ମୋଦିଙ୍କ ଗ୍ୟାରେଣ୍ଟିକୁ ନେଇ ଲୋକଙ୍କ ପାଖକୁ ଯିବେ ବୋଲି କହିଛନ୍ତି।
Posted inଆମ ଜିଲା ଖବର, କେନ୍ଦୁଝର View All
Posted inଆମ ଜିଲା ଖବର, କେନ୍ଦୁଝର View All
ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ
ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ…
ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ
ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ…
ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି
କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ…
ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି
ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।…
ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା
ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର…
ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି
ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ…
ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର
ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ…
ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍ର ସଫଳ ପରୀକ୍ଷଣ
ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର…