![](https://www.dharitri.com/wp-content/uploads/2024/06/1-33.jpg)
ଭୁବନେଶ୍ୱର,୨୧ା୬: ଆଜି ଅର୍ଥାତ୍ ଜୁନ୍ ୨୧ରେ ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ପାଳନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଦିବସରେ ସାମିଲ ହୋଇ ଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗ କଲେ ଶରୀର ସୁସ୍ଥ ରହିଥାଏ। ଯୋଗ ଗୋଟିଏ ଦିନ ନୁହେଁ ସବୁଦିନ କରିବା ଉଚିତ। ଏଥିସହିତ ସେ କହିଛନ୍ତି, ଯୋଗ ନୂଆ ଏବଂ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ।
![](https://www.dharitri.com/wp-content/uploads/2022/05/rain-p.jpg)
୬ଜିଲାରେ ମୌସୁମୀ, ୩ ଦିନ କାଳବୈଶାଖୀ
ଭୁବନେଶ୍ୱର,୨୧।୬(ଅନୁରାଧା ମହାରଣା): ଧୀରେ ଧୀରେ ଆଗକୁ ବଢ଼ୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଗାମୀ ୨ଦିନ ମଧ୍ୟରେ ମୌସୁମୀ ଅଗ୍ରଗତି ହେବା ନେଇ ସ୍ଥିତି ଅନୁକୂଳ ରହିଛି।…
![](https://www.dharitri.com/wp-content/uploads/2024/06/4-77.jpg)
ଏ ଯାଏ ସରିଲାନି ଡ୍ରେନ୍ ସଫେଇ
ଭୁବନେଶ୍ୱର,୨୧।୬(ବନ୍ଦନା ସେଠୀ): ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚତ୍ ସାରିଥିବାବେଳେ ଏବେ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ସମୟରେ ବର୍ଷା ହେଉଛି। ମାତ୍ର ଏଯାଏ ମୌସୁମୀ ବର୍ଷା…
![](https://www.dharitri.com/wp-content/uploads/2024/06/1-32.jpg)
ସାମୁଦ୍ରିକ ମାଛ ନେବାକୁ ଆମେରିକା ଅରାଜି
ପାରାଦୀପ,୨୧ା୬(ଶରତ ରାଉତ): ଓଡ଼ିଶା ସମେତ ଦେଶର ପୂର୍ବ ଉପକୂଳବର୍ତ୍ତୀ ରାଜ୍ୟରେ ପ୍ରମୁଖ ରୋଜଗାରର ଉତ୍ସ ହେଉଛି ସାମୁଦ୍ରିକ ମାଛ। ସମୁଦ୍ରରୁ ମାଛ ଧରି ବିଦେଶକୁ ରପ୍ତାନି…
![](https://www.dharitri.com/wp-content/uploads/2024/06/67-6.jpg)
ସମ୍ବଲପୁରରେ ଜଣ୍ଡିସ୍ ଆତଙ୍କ: ୫୯ ଚିହ୍ନଟ
ସମ୍ବଲପୁର,୨୦ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ୍(କାମଳ ରୋଗ) ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସରକାରୀ…