![](https://www.dharitri.com/wp-content/uploads/2024/08/01be4f54-0ee3-4a14-b7fc-ae6e26a28d20.jpeg)
କଟକ,୧୨।୮: ପୁଣି ୨ ବିଧାୟକଙ୍କୁ ଲାଗିଲା ଝଟ୍କା। ୨ଟି ନର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରିକରିଛନ୍ତି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ନୋଟିସ ହୋଇଥିବା ବେଳେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ମଧ୍ୟ ନୋଟିସ ହୋଇଛି। ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ ଜାରି କରିଛନ୍ତି । ନାମାଙ୍କନ ବେଳେ ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗରେ ନୋଟିସ ହୋଇଛି। ସେପ୍ଟେମ୍ବର ମାସରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୂର୍ବରୁ ବିଜେଡି ବିଧାୟକ ଧ୍ରୁବ ସାହୁ ଅରୁଣ ସାହୁଙ୍କୁ ମଧ୍ୟ ହାଇକୋର୍ଟ ନୋଟିସ ଜାରିକରିଥିଲେ।
![](https://www.dharitri.com/wp-content/uploads/2024/08/24494755-f36b-440c-83eb-fb786022bf03.jpg)
ଅଧ୍ୟକ୍ଷାଙ୍କ ବିପକ୍ଷରେ ସମସ୍ତ କାଉନସିଲର ଦେଲେ ଭୋଟ୍, ହାରିଗଲେ ଅଧ୍ୟକ୍ଷା
ଭବାନୀପାଟଣା,୧୨ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାରେ ସୋମବାର ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ସ୍ଥାନୀୟ ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା…
![](https://www.dharitri.com/wp-content/uploads/2024/08/9cd20e17-b6fe-420e-99af-6fce66932caf.jpeg)
ଆଜି ସନ୍ଧ୍ୟାରେ ଦିଲ୍ଲୀଯିବେ ମୁଖ୍ୟମନ୍ତ୍ରୀ, ଏସବୁ ଉପରେ ଫୋକସ
ଭୁବନେଶ୍ୱର,୧୨।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଯିବେ। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସୋମବାର ସାରେ ଦିଲ୍ଲୀ…
![](https://www.dharitri.com/wp-content/uploads/2024/08/0160a191-deba-41ce-99c8-7c8f10656c17.jpeg)
ବାଂଲାଦେଶୀ ନାଁରେ ପଶ୍ଚିମବଙ୍ଗ ଲୋକଙ୍କୁ ମାଡ଼, ଏମିତି କହିଲେ ଭାଜପା ଉପମୁଖ୍ୟ ସଚେତକ
ଭୁବନେଶ୍ୱର,୧୨।୮: ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ରାଜ୍ୟରେ ହାଇ ଆଲର୍ଟ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ ତାଙ୍କ…
![](https://www.dharitri.com/wp-content/uploads/2024/08/152054fe-62c4-450f-9e4b-e53ca576d604.jpg)
ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍, କୁନି ପୁଅ ଆଗରେ ଚାଲିଗଲା ମା-ବାପାଙ୍କ ଜୀବନ
ଉମରକୋଟ,୧୨ା୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟର କୁନ୍ଦେଇ ଥାନା ରାବଣାଗୁଡ଼ା ଛକ ନିକଟରେ ସୋମବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ୍ ଉପରେ ଏକ…
![](https://www.dharitri.com/wp-content/uploads/2024/08/c80e2567-00c5-4674-9118-f7ba2c5805b4.jpeg)
ଯେତେ ଖୋଲୁଛି ସେତେ ମିଳୁଛି, ଯନ୍ତ୍ରୀଙ୍କ ଘରୁ ବାହାରୁଛି ପୁଳାପୁଳା ସୁନା, ଘରେ ଅଛି ସୁନାର ଗଣେଶ ଠାକୁର
ଭୁବନେଶ୍ୱର,୧୨।୮: ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ…
![](https://www.dharitri.com/wp-content/uploads/2024/08/8eb40570-602b-477d-8fd5-538e69f6c62b.jpg)
ପୁରୀରେ ପ୍ରବଳ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ: ଜଣେ ମହିଳାଙ୍କ ଜୀବନ ଗଲା, ୮ ଆହତ
ପୁରୀ,୧୨ା୮: ପୁରୀରେ ସୋମବାର ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ବଜ୍ରପାତ ହୋଇଛି। ଫଳରେ ଜଣେ ମହିଳାଙ୍କ ଜୀବନ ଯାଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି।…
![](https://www.dharitri.com/wp-content/uploads/2024/08/vc-6.jpg)
ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ: ୯ଟି ସ୍ଥାନରେ ଏକକାଳୀନ ଚଢାଉ
ଭୁବନେଶ୍ୱର,୧୨।୮: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ଆର୍ଆଣ୍ଡ୍ବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ…
![](https://www.dharitri.com/wp-content/uploads/2023/08/Elephant.jpg)
ସୁରକ୍ଷା ଖୋଜୁଛି ଗଜରାଜ
ଭୁବନେଶ୍ୱର,୧୨ା୮(ଅସମାପିକା ସାହୁ):ଅଗଷ୍ଟ ୧୨ ସୋମବାର ହେଉଛି ବିଶ୍ୱ ହସ୍ତୀ ଦିବସ। ହାତୀଙ୍କୁ ସୁରକ୍ଷା ଦେବା ସହ ସେମାନଙ୍କ ସଂରକ୍ଷଣ ଦିଗରେ ସଚେତନତା କରିବା ପାଇଁ ଏହି…