Tuesday, January 14, 2025
Home Latest ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ୬ ବର୍ଷ ପାଇଁ ନିର୍ବାଚନ ଲଢ଼ିବାକୁ ଅଯୋଗ୍ୟ ଘୋଷଣା କରିବା ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ୬ ବର୍ଷ ପାଇଁ ନିର୍ବାଚନ ଲଢ଼ିବାକୁ ଅଯୋଗ୍ୟ ଘୋଷଣା କରିବା ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

by
0 comment

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ୬ ବର୍ଷ ପାଇଁ ନିର୍ବାଚନ ଲଢ଼ିବାକୁ ଅଯୋଗ୍ୟ ଘୋଷଣା କରିବା ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପିଲିଭିଟ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ଭାଷଣରେ ଭଗବାନ ଓ ଉପାସନା ସ୍ଥାନ ନାମରେ ଭୋଟ ମାଗି ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ ଦିଲ୍ଲୀ ହାଇକୋର୍ଟ ତାଙ୍କୁ ୬ ବର୍ଷ ପାଇଁ ନିର୍ବାଚନ ଲଢ଼ିବାରୁ ଅଯୋଗ୍ୟ ଘୋଷଣା କରିବା ପାଇଁ ଆଗତ ହୋଇଥିବା ଆବେଦନକୁ ସୋମବାର ଖାରଜ କରିଦେଇଛନ୍ତି।

Sambad is now on WhatsApp

Join and get latest news updates delivered to you via WhatsApp

ହାଇକୋର୍ଟ କହିଛନ୍ତି ଯେ ଏହି ଆବେଦନ ଯୋଗ୍ୟତା ବିହୀନ।

ସମାନ ରିଲିଫ ପାଇଁ ,ହି ଅଭିଯୋଗ ଉପରେ ନିର୍ବାଚନ କମିଶନ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନଥିବା ବେଳେ ଆବେଦନକାରୀ ଅଦାଲତଙ୍କ ଦ୍ୱାରସ୍ଥ ହୋଇଥିବାରୁ ଏହି ଆବେଦନକୁ ଭୁଲ୍‌ ଭାବରେ ଗ୍ରହଣ କରାଯାଇଛି ବୋଲି ଅଦାଲତ ମତ ଦେଇଛନ୍ତି।

ଆଦର୍ଶ ଆଚରଣ ବିଧି (ଏମସିସି)ର ଉଲ୍ଲଂଘନ ହୋଇଛି ବୋଲି ଆବେଦନକାରୀ ଅନୁମାନ କରୁଛନ୍ତି। ଏହା ସମ୍ପୂର୍ଣ୍ଣ ଅଯଥା। ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ସଚିନ ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟରେ କହିଛନ୍ତି ଯେ, ଯୋଗ୍ୟତା ବିହୀନ ହୋଇଥିବାରୁ ଆବେଦନକୁ ଖାରଜ କରାଯାଉଛି।

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od