Monday, February 24, 2025
Home Home Left ଫେରିଲେ ଆଇପିଏସ ୱାଇ.ବି ଖୁରାନିଆ, ହୋଇପାରନ୍ତି ପରବର୍ତ୍ତୀ ଡିଜିପି!

ଫେରିଲେ ଆଇପିଏସ ୱାଇ.ବି ଖୁରାନିଆ, ହୋଇପାରନ୍ତି ପରବର୍ତ୍ତୀ ଡିଜିପି!

by
0 comment

Posted inରାଜ୍ୟ

ଫେରିଲେ ଆଇପିଏସ ୱାଇ.ବି ଖୁରାନିଆ, ହୋଇପାରନ୍ତି ପରବର୍ତ୍ତୀ ଡିଜିପି!

ଭୁବନେଶ୍ୱର,୨।୮: କେନ୍ଦ୍ରରୁ ଫେରିଲେ ଆଇପିଏସ ୱାଇ.ବି ଖୁରାନିଆ । ବିଏସଏଫ ସ୍ପେଶାଲ ଡିଜି ୱାଇ.ବି ଖୁରାନିଆ କେନ୍ଦ୍ରରୁ ଫେରଛନ୍ତି । ଏନେଇ କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରାଳୟ ଅନୁମୋଦନ କରିଛି । ଖୁରାନିଆଙ୍କ ପ୍ରତ୍ୟାବର୍ତ୍ତନ ପରେ ସେ ପରବର୍ତ୍ତୀ ପୋଲିସ ଡିଜି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

Image

ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ହେଉଛନ୍ତି IPS ୱାଇ.ବି ଖୁରାନିଆ। ସେ ପୂର୍ବରୁ ବିଏସଏଫର ସ୍ପେଶାଲ ଡିଜି ଥିଲେ। ପୂର୍ବରୁ ଭିଜିଲାନ୍ସ ନିର୍ଦ୍ଦେଶକ, ପୋଲିସ କମିସନର ମଧ୍ୟ ରହିଥିଲେ। କେନ୍ଦ୍ରୀୟ ଡେପୁଟେସନରୁ ସେ ଶୁକ୍ରବାର ଓଡ଼ିଶା ଫେରିଛନ୍ତି।

ଭାଜପାରେ ମମତା, ବିଜେଡିରେ ଚହଳ, ହଠାତ୍‌ ଶଙ୍ଖ ଭବନରେ ହଲଚଲ…

ଭୁବନେଶ୍ୱର,୨।୮: ମମତା ମହାନ୍ତ ଅଚାନକ ରାଜ୍ୟ ସଭା ଏମପି ପଦ ଓ ଦଳରୁ ଇସ୍ତଫା ଦେବା ପରେ, ବିଜେଡି ଶିବିରରେ ହଇଚଇ ସୃଷ୍ଟି ହୋଇଛି। ସବୁଠାରୁ…

ପାରାଦୀପରେ ମତ୍ସଜୀବୀ ନିଖୋଜ ଘଟଣା: ଉଦ୍ଧାର ହେଲେ ୭ଜଣ

ଭୁବନେଶ୍ୱର,୨।୮: ପାରାଦୀପ ନେହେରୁବଙ୍ଗଳାରେ ମୁହାଁଣରେ ଫସିଥିବା ଟ୍ରଲର ଉଦ୍ଧାର ହୋଇଛି। ଦୁଇ ଘଣ୍ଟା ପରେ ଉଦ୍ଧାର ହୋଇଛନ୍ତି ୭ଜଣ ମତ୍ସ୍ୟଜୀବୀ। ଟ୍ରଲରକୁ ଉଦ୍ଧାର କରିବାକୁ ନିର୍ଦ୍ଦେଶ…

ଆସନ୍ତା ସୋମବାର ହେବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ଅଗଷ୍ଟ ୫ ତାରିଖରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ…

ସରକାରୀ ଗାଡିରୁ ୪.୯୨ ଲକ୍ଷ ଜବତ: ଜେଲ୍‌ ଗଲେ ବିଡିଓ ମାଡାମ

ଭବାନୀପାଟଣା,୨।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ ବିଭାଗ। ଏଥିସହ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପର୍ବତାରୋହୀ ବିଭାରାଣୀ

ଭୁବନେଶ୍ୱର,୨।୮ (ଅସମାପିକା ସାହୁ): ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ବିଭାରାଣୀ ପାତ୍ର ଶୂୁକ୍ରବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟଛନ୍ତି। ତାଙ୍କର ଆଗାମୀ…

ପୁଣି ଆଉ ଏକ ଲଘୁଚାପ: ୬ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨।୮ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ଜିଲାକୁ ପ୍ରବଳ…

ମହାଭାରତ କହୁଥିଲେ ପ୍ରଦୀପ ପୁରୋହିତ, ଚିଡିଗଲେ ଓମ ବିର୍ଲା, କହିଦେଲେ ଏମିତି…

ନୂଆଦିଲ୍ଲୀ,୨।୮: ଲୋକ ସଭା ବାଚସ୍ପତି ଓମ ବିର୍ଲା ଶୁକ୍ରବାର ଗୃହ ପରିଚାଳନା ସମୟରେ ଜଣେ ଓଡ଼ିଆ ଭାଜପା ଏମପିଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ହିନ୍ଦୁ…

ଢାଲିଙ୍କ ବିଜେଡି ଭାଙ୍ଗିବା ମନ୍ତବ୍ୟକୁ ନେଇ ଜୋରଦାର କାଉଣ୍ଟର କଲେ ଉମା ସାମନ୍ତରାୟ, କହିଲେ ଏବେ ବି…

ଭୁବନେଶ୍ୱର,୨।୮: ଭାଜପା ନେତା ଅରବିନ୍ଦ ଢାଲିଙ୍କ ବିଜେଡି ଭାଙ୍ଗିବା ମନ୍ତବ୍ୟକୁ କାଉଣ୍ଟର କରିଛନ୍ତି ବିଜେଡି ନେତା ଉମା ସାମନ୍ତରାୟ। ଉମା କହିଛନ୍ତି, ଯେଉଁମାନେ ରଙ୍ଗ ବଦଳାନ୍ତି,ସେମାନଙ୍କ…

Advertisement

Mettle Meet 2024

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od