Wednesday, November 27, 2024
Wednesday, November 27, 2024
Home Home ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପିତ, ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କା ବ୍ୟୟବରାଦ

ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପିତ, ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କା ବ୍ୟୟବରାଦ

by
0 comment

ଭୁବନେଶ୍ୱର,୨୬।୧୧: ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି। ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ। ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପୋଲିସ ଷ୍ଟେଶନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି, ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି, ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି ଏବଂ ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ବାପାଙ୍କ ଠାରୁ ପୁଅ ଭିନ୍ନେ ଥିଲେ…

ଭୁବନେଶ୍ୱର,୨୬।୧୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ…

ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ: ଓଡ଼ିଶାରୁ କିଏ ଯିବେ…

ଭୁବନେଶ୍ୱର,୨୬।୧୧: ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୪ଟି ରାଜ୍ୟର ୬ଟି ଆସନ ପାଇଁ ଏହି ଉପନିର୍ବାଚନ ହେବ ବୋଲି ଇସିଆଇ ପକ୍ଷରୁ ସୂଚନା…

ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ ….

ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …

ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି…

ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା  ପର୍ଯ୍ୟନ୍ତ ଗୃହମୁଲତବୀ 

ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ  ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ…

ମଧ୍ୟାହ୍ନଭୋଜନରେ ଦିଆଯାଉଛି ନିମ୍ନମାନର ଚାଉଳ

ନବରଙ୍ଗପୁର,୨୬।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପରିଷଦ କମିଟିର ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ୨୫ଟି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଚାଉଳ ନିମ୍ନମାନର ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ…

ବିରଜା ହାଟକୁ ନେଇ ତେଜୁଛି ରାଜଜୈତିକ କଳି

ଯାଜପୁର,୨୬ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଟାଉନ୍‌ର ବିରଜା ହାଟକୁ ନେଇ ରାଜନୈତିକ କଳି ତେଜିବାରେ ଲାଗିଛି। ବିଜେଡି ଓ ଭାଜପା ନେତାମାନେ ପରସ୍ପରକୁ ଦୋଷାରୋପ କରୁଛନ୍ତି। ଏପରିକି…

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od