Saturday, January 11, 2025
Saturday, January 11, 2025
Home Home ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

by
0 comment

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଛି। କ୍ୱେଟା ଉପତ୍ୟକାରେ ଶନିବାର ଦିନ ତମାମ ସର୍ବାଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ କହିଛି। ଅଚାନକ ବନ୍ୟଶରେ ଅନେକ ଘର ଭାସିଯାଇଛି। ରାସ୍ତାଘାଟ ବୁଡ଼ିରହିଥିବାରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌…

ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା

ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି…

ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ

ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍‌ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର ।…

ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି…

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା…

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର…

ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ…

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

Model This Week

ପିଲାଙ୍କ ଧରିତ୍ରୀ

Why Dharitri

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od