Friday, February 14, 2025
Friday, February 14, 2025
Home Home ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

by
0 comment

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ ନିଖୋଜ ଅଛନ୍ତି। ତାଙ୍କୁ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଖୋଜାଖୋଜି ଚାଲିଛି। ଦଶମ ଶ୍ରେଣୀ ଛାତ୍ର ହେଲେ ଦିବାକର ମାନସିଂହଙ୍କ ପୁଅ ତ୍ରିଲୋଚନ (୧୬)। ସେ ଦଶମ ପରୀକ୍ଷା ଦେଇଥିଲେ। ଖରାବେଳେ ସେ ଓଭରବ୍ରିଜ୍‌ ଉପରେ ସାଇକେଲ, ଡ୍ରେସ୍‌, ମୋବାଇଲ, ଜୋତା ରଖି ନଦୀକୁ ଡେଇଁ ପଡ଼ିଥିଲେ ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି। ସଂପୃକ୍ତ ମୋବାଇଲ ଓ ପୋଷାକକୁ ପାରାଦୀପ ଆଦର୍ଶଥାନା ପୋଲିସ ଜବତ କରି ତଦନ୍ତ ଚଳାଇଛି।

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା…

ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଜୟକ୍ରିଷ୍ଣା ଛୁରିଆ ବୁଧବାର…

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ…

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ…

ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ…

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ…

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।…

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ…

You may also like

Leave a Comment

About Us

Welcome to janashakti.news/od, your trusted source for breaking news, insightful analysis, and captivating stories from around the globe. Whether you’re seeking updates on politics, technology, sports, entertainment, or beyond, we deliver timely and reliable coverage to keep you informed and engaged.

@2024 – All Right Reserved – janashakti.news/od